ଆଇଏଏସ୍‌ ବିଜୟ କେତନଙ୍କ ଉପରୁ ଉଠିଲା ନିଲମ୍ବନ ଆଦେଶ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କ ଉପରୁ ରାଜ୍ୟ ସରକାର ନିଲମ୍ବନ ଆଦେଶ ଉଠାଇ ଦେଇଛନ୍ତି। ତେବେ ବିଜୟଙ୍କୁ ପୁଣି ଥରେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି। ସେ ବର୍ତ୍ତମାନ ବୋର୍ଡ ଅଫ ରେଭିନ୍ୟୁର ସଚିବ ଦାୟିତ୍ୱ ତୁଲାଇବେ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।
ପ୍ରକାଶ ଯେ, ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡି ଆଇଏଏସ୍‌ ଅଫିସର ବିଜୟକେତନ ଉପାଧ୍ୟାୟଙ୍କୁ ରାଜ୍ୟ ସରକାର ଗତ ଡିସେମ୍ବର ୩୦ରେ ନିଲମ୍ବନ କରିଥିଲେ। ୨୦୦୯ ବ୍ୟାଚର ଏହି ଆଇଏଏସ ଅଫିସର ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିଲେ। ଏକ ବିଲ୍‌ ପାସ କରାଇବା ଲାଗି ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ତାଙ୍କୁ ଧରିବା ସହିତ ତାଙ୍କଠାରୁ ଟଙ୍କା ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri