ଚକ୍‌ ଖଡ଼ିରେ ସୂକ୍ଷ୍ମ ଲାଇଟ୍‌ହାଉସ୍‌ ନିର୍ମାଣ କରିଛନ୍ତି ବିଜୟ କୁମାର

ଗୋପାଳପୁର,୨୨ା୧୨(ଡି.ଏନ.ଏ.): ସହର ଉପକଣ୍ଠସ୍ଥ ଶୀତାଳପଲ୍ଲୀସ୍ଥିତ ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟର ଛାତ୍ର ତଥା ଇମାଜିକ୍ସ କ୍ଲବର ସଦସ୍ୟ କେ. ବିଜୟ କୁମାର ରେଡ଼ି ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ଅବସରରେ ଚକଖଡିରେ ଅତି ସୁକ୍ଷ୍ମ ତଥା ସୁନ୍ଦର କାରୁକାର୍ଯ୍ୟରେ ଲାଇଟ୍‌ ହାଉସ ନିର୍ମାଣ କରିଛନ୍ତି। ଏହି ସୂକ୍ଷ୍ମ କାରିଗରିକୁ ବିଜୟ ବୁଧବାର ବ୍ରହ୍ମପୁର ଉପଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କୁ ଭେଟି ଉପହାର ସୂରପ ପ୍ରଦାନ କରିଛନ୍ତି। ଏହି ସୂକ୍ଷ୍ମ କାରିଗରି ୨ ସେମି ଉଚ୍ଚ ହୋଇଥିବା ବେଳେ ମାତ୍ର ଗୋଟିଏ ଲେଖାଏଁ ଖଡ଼ିରେ ନିର୍ମିତ ହୋଇଛି। ଚକରେ ନିର୍ମିତ ଏହି ପ୍ରତିକୃତିକୁ ସେ ମାତ୍ର ୧ ଘଣ୍ଟା ସମୟ ମଧ୍ୟରେ ନିର୍ମାଣ କରିଥିଲେ। ବିଜୟ ଏହା ପୂର୍ବରୁ ଏପରି ସୂକ୍ଷ୍ମ କାରିଗରୀମାନ ନିର୍ମାଣ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିବା ବେଳେ ନିଜ ନାମକୁ ଇଣ୍ଡିଆ ଓ ଏସିଆ ବୁକ ଅଫ ରେକର୍ଡରେ ସ୍ଥାନିତ କରିପାରିଛନ୍ତି। ତାଙ୍କର କାଳକୃତି ନିର୍ମାଣକୁ ଗୋପାଳପୁର ବେଳାଭୂମି ମହୋତ୍ସବରେ ପଲିଶ୍ରୀ ମେଳାରେ ପରିଦର୍ଶନ କରାଯିବା ଏବଂ କଳାକାରଙ୍କୁ ଚକ ପ୍ରଦାନ କରିବେ ବୋଲି କହିଛନ୍ତି। ବିଜୟଙ୍କ ଏହି ସୁନ୍ଦର କାରୁକାର୍ଯ୍ୟକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ରଞ୍ଜନ କୁମାର ସ୍ବାଇଁ, ପ୍ରଫେସର ସାଗର, ଭଗବତ ପଣ୍ଡା ପ୍ରମୁଖ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?