ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ ହେବ । ୬ ମାସ ତଳେ କହିଥିଲି, ୨୦୨୬ ନିର୍ଣ୍ଣାୟକ ହେବ।କାଚ ଘରେ ସ୍ବପ୍ନ ଦେଖୁଥିବା ଲୋକ ଆଗ ନିଜ ଛବିକୁ ଆଇନାରେ ଦେଖନ୍ତୁ। ବିଜେଡିରେ ଅସନ୍ତୋଷର ବହ୍ନି ଜଳୁଛି, ନବୀନ ତର୍ଜମା କରିବା ଦରକାର।

ବିଜୟ ଆହୁରି କହିଛନ୍ତି, ଦଳପତିଙ୍କ ଉପରେ ଦଳୀୟ ନେତା ଆଉ ବିଶ୍ବାସ କରୁନାହାନ୍ତି। ଅସନ୍ତୋଷ ଶେଷ ସୀମାରେ ପହଞ୍ଚିଛି, ଆଗକୁ ବିଜେଡିର ଅଧିକ କ୍ଷତି ହେବ। ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ । ଆଗକୁ ଓଡ଼ିଶା ରାଜନୀତିରେ ପରିବର୍ତ୍ତନ ହେବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri