ବିଜୟଲକ୍ଷ୍ମୀ ଦାଶଙ୍କୁ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ

ଲୋଇସିଂହା,୭।୧୦(ସୁଶାନ୍ତ ବାରିକ):ବରଗଡ଼ ଜିଲା ସୋହେଲାର ପ୍ରସିଦ୍ଧ ଦୂର୍ଗା ପୂଜା ଅବସରରେଏକ ସ୍ବତନ୍ତ୍ର ଉତ୍ସବରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିର ପ୍ରସିଦ୍ଧ ଗାୟିକା ବିଜୟଲକ୍ଷ୍ମୀ ଦାଶଙ୍କୁ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଛି । ସମ୍ପାଦକ ପ୍ରମୋଦ ଚନ୍ଦ୍ର ଦେବତାଙ୍କ ଆବାହକରେ ସଭାପତି ପୂର୍ବତନ ମନ୍ତ୍ରୀ ପ୍ରକାଶ ଚନ୍ଦ୍ର ଦେବତାଙ୍କ ଅଧ୍ୟକ୍ଷତାରେ ଡ଼ ତୁଷାର କାନ୍ତ ସାହୁଙ୍କ ସଞ୍ଜୋଜନାରେ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିରେ ପୂଜା କମିଟି କାର୍ଯ୍ୟକାରୀ ସଭାପତି ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଅନେକ ଓଡ଼ିଶାରେ ରେକର୍ଡିଂର ସୁବିଧା ନ ଥିବା ସମୟରେ ଓଡ଼ିଶା ବାହାରେ ଏଲପି ରେକର୍ଡ, ଇପି ରେକର୍ଡ ଅଡିଓ, ଆକାଶବାଣୀ, ଦୂରଦର୍ଶନରେ, ବକେଲି, ଭାଇଯିଉତିଆ, ଭୂତକେଲି, ଓଡ଼ିଶାରେ ସୁବିଧା ହେବାପରେ ଚଳଚ୍ଚିତ୍ର ଭୂଖା, ମୁଇଁ ନାଇଁ ମରେର ମନଭାଙ୍ଗି ଭୂମିକାରେ ଅଭିନୟ କରି କଣ୍ଠଦାନ ସମେତ ଅନେକ ରେକର୍ଡରେ ଅଭିନୟ ଏବଂ କଣ୍ଠଦାନ କରିଥିବା ଗୁରୁ ଭଗବାନ ସାହୁଙ୍କ ସଂସ୍ପର୍ଶରେ ଆସିବା ସହ କେତେକ ମଞ୍ଚରେ ଗୁରୁ ଭଗବାନ ସାହୁଙ୍କ ହାତରୁ ସମ୍ମାନିତ ହୋଇଥିବା ରେକର୍ଡ ସଂଖ୍ୟକ ୮୫୦ ଟି ଗୀତର ଅବହେଳିତ ଗାୟିକା ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିର ପ୍ରସିଦ୍ଧ ଗାୟିକା ବିଜୟଲକ୍ଷ୍ମୀ ଦାଶଙ୍କୁ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଅନେକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗୁରୁ ଭଗବାନ ସାହୁ ସମ୍ମାନ, ବିଜୟଲକ୍ଷ୍ମୀ ଦାଶଙ୍କ ଦ୍ବାରା ଭୂଖା ଚଳଚ୍ଚିତ୍ରର ଫଟାଇ ଖାଇଲି ବେଲ କୁକିଲରେ ପୂଜା କମିଟି, ଅତିଥି ଗଣ ଏବଂ ଦର୍ଶକ ଭରପୂର ମଜା ନେଇଥିଲେ।

 

Dharitri is Odisha’s No.1 most trusted Odia daily

 

 


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri