Posted inଜାତୀୟ

ବିଜୟଙ୍କ ଅଡ଼ୁଆ ବଢିଲା: ସମର୍ଥନ ପ୍ରତ୍ୟାହାର ଧମକ ଦେଲା ସିପିଆଇ(ଏମ୍‌)

ଚେନ୍ନାଇ,୨୦ା୫:ତାମିଲନାଡୁରେ ଜୋସେଫ୍‌ ବିଜୟଙ୍କ ସରକାର ୧୦ ଦିନ ପୂରଣ କରି ନ ଥିବାବେଳେ ସହଯୋଗୀ ଦଳ ସିପିଆଇ(ଏମ୍‌) ସମର୍ଥନ ପ୍ରତ୍ୟାହାର ଧମକ ଦେଇଛି। ଫଳରେ ଟିଭିକେ ସରକାରର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ ଉଠିଛି। ଶାସକ ମେଣ୍ଟରେ ଏଆଇଏଡିଏମ୍‌କେର ଗୋଟିଏ ଗୋଷ୍ଠୀ ବିଧାୟକ ସାମିଲ ହୋଇଥିବାରୁ ସମର୍ଥନର ପୁନର୍ବିଚାର କରିବ ବୋଲି ସିପିଏମ୍‌ କହିଛି। ଏଆଇଏଡିଏମ୍‌କେ ସାମିଲ ହେବା ଜନାଦେଶ ବିରୋଧୀ, କାରଣ ଭୋଟରମାନେ ଏହି ଦଳକୁ ପ୍ରତ୍ୟାଖ୍ୟାନ କରିଥିଲେ। ମେଣ୍ଟରେ ଏଆଇଏଡିଏମ୍‌କେର ଉପସ୍ଥିତି ଟିଭିକେ ଦେଇଥିବା ସ୍ବଚ୍ଛ ଶାସନ ପ୍ରତିଶ୍ରୁତି ବିରୋଧରେ ଯାଉଥିବା ସିପିଏମ୍‌ କହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

୧୯୮୪ ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ, ଆଜୀବନ ସଜା କାଟୁଥିଲେ…

ନୂଆଦିଲ୍ଲୀ,୨୦।୮: ଗୁରୁବାର ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ ୮୦ ବର୍ଷୀୟ ପୂର୍ବତନ କଂଗ୍ରେସ ନେତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଡାକ୍ତର ମୃତ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

ବୀମା ନାହିଁ ତ ଗାଡ଼ିକୁ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର

ନୂଆଦିଲ୍ଲୀ,୨୦ା୮(ପି.ଟି.): କୌଣସି ଗାଡ଼ିର ବୈଧ ବୀମା ନ ଥିଲେ, ପେଟ୍ରୋଲ ପମ୍ପ୍‌ରେ ଉକ୍ତ ଗାଡ଼ିକୁ ତେଲ ବିକ୍ରି ନ କରିବା ପାଇଁ ଏକ ଯୋଜନା ପରୀକ୍ଷାମୂଳକ ଭାବେ…

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ଚିନି ଦର ବୃଦ୍ଧିକୁ ନେଇ ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍, ସରକାର ଅଶିକ୍ଷିତ….

ନୂଆଦିଲ୍ଲୀ,୨୦ା୮: ଦେଶରେ ଚିନି ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ମାତ୍ର ୧୭ ଦିନ ମଧ୍ୟରେ ଚିନି କିଲୋପ୍ରତି ପ୍ରାୟ ୧୯ ଟଙ୍କା ମହଙ୍ଗା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri