ଭିଜିଲା ବିଜୟା ଦଶମୀ: ବାଲିଗୁଡାରେ ଦଶହରାକୁ ଫିକା କଲା ଲଘୁଚାପ ବର୍ଷା ସହ ବିଦ୍ୟୁତ ଯୋଗାଣ

ବାଲିଗୁଡା, ୦୨।୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): ଦଶହରାର ଆନନ୍ଦକୁ ନିରାଶାରେ ପରିଣତ କରିଛି ଲଘୁଚାପ ବର୍ଷା ସହ ବିଦ୍ୟୁତ ଯୋଗାଣ। ବୁଧବାର ରାତିରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ବାଲିଗୁଡାରେ ଏକପ୍ରକାର ଶୂନଶାନ ପରିବେଶ ହୋଇଯାଇଛି। ଏପରିକି ଗୁରୁବାର ମଧ୍ୟାହ୍ନ ୨ଟାରୁ ଅନ୍ଧାର ଘୋଟି ଆସିଥିବା ରାତ୍ର ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଲାଗି ରହିଥିବା ଦେଖିବାକୁ ମିଳିଥିଲା। ଯାହା ଫଳରେ ବିଦ୍ୟୁତ ସେବାକୁ ବନ୍ଦ କରାଯାଇଥିବା ଜଣାପଡିଛି। ଦଶହରାରେ ଦୁର୍ଗା ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ ଜମିବା ବଦଳରେ ଦେଖିବାକୁ ମିଳିଛି ନୀରବତା। ତେବେ ପ୍ରବଳ ବର୍ଷା ସତ୍ତ୍ବେ ନିତିକାନ୍ତି ଅନୁଯାୟୀ ମା’ଙ୍କ ପୂଜା କରାଯାଉଥିବା କହିଛନ୍ତି ପୂଜକ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଲାଗିବ ରାଷ୍ଟ୍ରପତି ଶାସନ? ବିଜୟଙ୍କ ବଢିଲା ଟେନଶନ

ଚେନ୍ନାଇ,୬।୫: ତାମିଲନାଡୁର ସମଗ୍ର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହୋଇଛି। ଥାଲାପଥି ବିଜୟଙ୍କ ଦଳ, ଟିଭିକେର ବିଜୟ ପ୍ରାୟ ଛଅ ଦଶନ୍ଧି ଧରି ରାଜ୍ୟରେ ରହିଥିବା ରାଜନୈତିକ ସମୀକରଣକୁ…

ତାମିଲନାଡୁରେ ବିଜୟଙ୍କ ଦଖଲ ପରେ ପବନ କଲ୍ୟାଣଙ୍କ ବଡ଼ ବୟାନ, ମାଟିରେ ମିଶିଯିବ…ରାଜନୀତିରେ ଝଡ

ଚେନ୍ନାଇ,୬।୫: ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ, ବିଧାନସଭା ନିର୍ୱାଚନର ଫଳାଫଳ ପରେ ବୟାନବାଜିର ଏକ ଝଡ଼ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା…

ଏହି ଦିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜୟ! ସାମ୍‌ନାକୁ ଆସିଲା ତାରିଖ

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନରେ ବିପୁଳ ବିଜୟ ପରେ ଥଲାପଥି ବିଜୟ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ଅଛି। ନବନିର୍ବାଚିତ ଟିଭିକେ ଦଳର ବିଧାୟକମାନେ ମଙ୍ଗଳବାର ଦିନ ବୈଠକ କରିଥିଲେ…

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି।…

ଜନଗଣନାରେ ସାମିଲ ହେଲେ ଜିଲାପାଳ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ)-ରାଜ୍ୟରେ ଗତ ଏପ୍ରିଲ ୧୫ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହୋଇଛି। ଆସନ୍ତା ୧୬ ତାରିଖରେ ଏହା ଶେଷ ହେବ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି…

ତାମିଲନାଡୁରେ ଭାଙ୍ଗିଲା କଂଗ୍ରେସ-ଡିଏମକେ ମେଣ୍ଟ, ନୂତନ ସରକାର ଗଠନ ପାଇଁ ବିଜୟଙ୍କ ସହ ହାତ ମିଳାଇଲେ ରାହୁଲ

ଚେନ୍ନାଇ,୬।୫: ତାମିଲନାଡୁରେ ନୂତନ ସରକାର ଗଠନ ପାଇଁ ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇ କଂଗ୍ରେସ ବୁଧବାର ରାଜ୍ୟରେ ଡିଏମକେ ସହିତ ଦୀର୍ଘକାଳୀନ ମେଣ୍ଟ ଭାଙ୍ଗି ଦେଇଛି। କଂଗ୍ରେସ…

ବିଜୟଙ୍କ ଗୋଟି ଚାଳନା! ସରକାର ଆସିବା ପୂର୍ୱରୁ ରାଜନୀତିରେ ଖେଳିଲେ ବଡ଼ ଗେମ୍‌

ଚେନ୍ନାଇ,୬।୫: ତାମିଲନାଡୁରେ କଂଗ୍ରେସ ଏବଂ ଡିଏମକେ ମଧ୍ୟରେ ମେଣ୍ଟ ଭାଙ୍ଗିବାକୁ ବସିଛି। କଂଗ୍ରେସ ଅଭିନେତା ବିଜୟଙ୍କ ଦଳ ଟିଭିକେକୁ ସମର୍ଥନ ଦେବାକୁ ସଙ୍କେତ ଦେଇଛି। କଂଗ୍ରେସ ମହାସଚିବ…

୭୧ତମ ବାଦି ପାଲା ମହୋତ୍ସବ: କଳାକାର ସମ୍ବର୍ଦ୍ଧିତ

ପାଟଣା,୬।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଶାସନରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ୭୧ତମ ବାଦି ପାଲା ମହୋତ୍ସବ ଉଦଯାପିତ ହୋଇଛି। ଆୟୋଜିତ ସମ୍ବର୍ଦ୍ଧନା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri