Posted inଜାତୀୟ

ବିକାଶ ଦୁବେଙ୍କୁ ପୁଣି କରାଗଲା ଏନ୍‌କାଉଣ୍ଟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ, ୧୮।୭: ଉତ୍ତରପ୍ରଦେଶର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେଙ୍କୁ ଜୁଲାଇ ୧୦ରେ ଏନ୍‌କାଉଣ୍ଟର କରାଯାଇଥିଲା। ଏବେ ଏହାର କ୍ରାଇମ୍‌ ସିନ୍‌ର ଭିଡ଼ିଓ ପୁଣିଥରେ ରିକ୍ରିଏଟ୍‌ କରାଯାଇଛି। ପୋଲିସଙ୍କ ମଧ୍ୟରୁ ଜଣେ ବିକାଶ ଦୁବେଙ୍କ ଭଳି ଅଭିନୟ କରିଛନ୍ତି। ପୋଲିସ ଗାଡ଼ି ଓଲଟିଲା ପରେ ଏଥିରୁ ବିକାଶ ଦୁବେ କିଭଳି ବାହାରି ପିସ୍ତଲ ଛଡ଼ାଇ ନେଇଥିଲେ ତାହା ଏହି ଭିଡ଼ିଓରେ ଦେଖିବାକୁ ମିଳୁଛି। ୩ ମିନିଟ୍‌ ୨୨ ସେକେଣ୍ଡର ଏହି ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କାନପୁର ହାଇଓ୍ବେ ପାର୍ଶ୍ୱରେ ଏହି ସିନ୍‌କୁ ରିକ୍ରିଏଟ୍‌ କରାଯାଇଛି। ଏହି ଭିଡ଼ିଓକୁ କୋର୍ଟରେ ଦାଖଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେଜରିଓ୍ବାଲ ଯମୁନାରେ ବୁଡ ପକାଇଲେ ଏହା ସଫା ହୋଇଯିବ: ଶାହା

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକମାନେ ଏବେ ଦିଲ୍ଲୀର ଶାସକ ଆମ ଆଦମୀ...

ଭୋକିଲା ଶୋଉଥିବା ବାଳକ ଆମେରିକାରେ ବୈଜ୍ଞାନିକ

ନାଗପୁର,୧୪।୧୧ : ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଏକ ନିପଟ ମଫସଲ ଗ୍ରାମରେ ଏକଦା ଦିନକୁ ବେଳାଏ ଖାଇବା ଯୋଗାଡ଼ କରିବା ନିମନ୍ତେ ସଂଘର୍ଷ କରୁଥିବା ବାଳକ...

ଭାରତୀୟ ତଟରକ୍ଷି ବାହୀନିର ମୁଖ୍ୟ ହେଲେ କେ. ନଟରାଜନ

ନୂଆଦିଲ୍ଲୀ,୩୦।୬: ରାଜେନ୍ଦ୍ର ସିଂଙ୍କ ସ୍ଥାନ ନେଲେ କେ. ନଟରାଜନ। ରବିବାର ନଟରାଚନଙ୍କୁ ୨୩ ତମ ଭାରତୀୟ ତଟରକ୍ଷି ବାହୀନିର ମୁଖ୍ୟ ଭାବେ ନିଯୁକ୍ତି ମିଳିଛି। ପୂର୍ବରୁ...

ସ୍ବର୍ବେଦ ମହାମନ୍ଦିରରେ ମୋଦି

କାଶୀ,୧୪।୧୨: କାଶୀ ଗସ୍ତର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସ୍ବର୍ବେଦ ମହାମନ୍ଦିରରେ ପହଞ୍ଚିଛନ୍ତି। ଏଠାରେ ସେ ସଦଗୁରୁ ସଦାଫଲଦେବଙ୍କ ପ୍ରତିମୂର୍ତ୍ତିକୁ ଫୁଲ ଅର୍ପଣ...

ଆଧାରରେ ଯୋଡ଼ି ହେବ ପରିବାର କାର୍ଡ, ଜଣଙ୍କୁ ଚାକିରି…

ଲକ୍ଷ୍ନୌ, ୨୧।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଲୋକଙ୍କ ସାମାଜିକ ତଥା ଅର୍ଥନୈତିକ ସ୍ଥିତିର ସଠିକ ମୂଲ୍ୟାଙ୍କନ ପାଇଁ ପରିବାର କାର୍ଡ ପ୍ରସ୍ତୁତ...

ମୋଦି କ୍ୟାବିନେଟରେ ବଡ଼ ପରିବର୍ତ୍ତନ, ଅର୍ଜୁନ ରାମ ମେଘୱାଲଙ୍କୁ ଆଇନ ମନ୍ତ୍ରଣାଳୟର ଦାୟିତ୍ୱ

ନୂଆଦିଲ୍ଲୀ,୧୮।୫: ମୋଦି କ୍ୟାବିନେଟରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ବର୍ତ୍ତମାନ ଏହି ମନ୍ତ୍ରଣାଳୟର...

ଇନ୍ଦୋରରେ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଇନ୍ଦୋର,୯।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କରୋନା ଯୋଦ୍ଧା ମଧ୍ୟ ସଂକ୍ରମିତ ହେଉଛନ୍ତି।...

କମଲନାଥ ସରକାରଙ୍କ ଫ୍ଲୋର ଟେଷ୍ଟକୁ ନେଇ ଲାଗି ରହିଛି ଅନିଶ୍ଚିତତା

ଭୋପାଳ,୧୬।୩: ମଧ୍ୟପ୍ରଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଉପରେ ସମସ୍ତଙ୍କ ନଜର। କଂଗ୍ରେସ ଶାସିତ ମଧ୍ୟପ୍ରଦେଶର କମଲନାଥ ସରକାର ସୋମବାର ବହୁମତ ସାବ୍ୟସ୍ତ କରିବାକୁ ରାଜ୍ୟପାଳ ଲାଲାଜି...

Advertisement
Archives

Model This Week