Posted inଜାତୀୟ

ବିକାଶ ଦୁବେଙ୍କୁ ପୁଣି କରାଗଲା ଏନ୍‌କାଉଣ୍ଟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ, ୧୮।୭: ଉତ୍ତରପ୍ରଦେଶର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେଙ୍କୁ ଜୁଲାଇ ୧୦ରେ ଏନ୍‌କାଉଣ୍ଟର କରାଯାଇଥିଲା। ଏବେ ଏହାର କ୍ରାଇମ୍‌ ସିନ୍‌ର ଭିଡ଼ିଓ ପୁଣିଥରେ ରିକ୍ରିଏଟ୍‌ କରାଯାଇଛି। ପୋଲିସଙ୍କ ମଧ୍ୟରୁ ଜଣେ ବିକାଶ ଦୁବେଙ୍କ ଭଳି ଅଭିନୟ କରିଛନ୍ତି। ପୋଲିସ ଗାଡ଼ି ଓଲଟିଲା ପରେ ଏଥିରୁ ବିକାଶ ଦୁବେ କିଭଳି ବାହାରି ପିସ୍ତଲ ଛଡ଼ାଇ ନେଇଥିଲେ ତାହା ଏହି ଭିଡ଼ିଓରେ ଦେଖିବାକୁ ମିଳୁଛି। ୩ ମିନିଟ୍‌ ୨୨ ସେକେଣ୍ଡର ଏହି ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କାନପୁର ହାଇଓ୍ବେ ପାର୍ଶ୍ୱରେ ଏହି ସିନ୍‌କୁ ରିକ୍ରିଏଟ୍‌ କରାଯାଇଛି। ଏହି ଭିଡ଼ିଓକୁ କୋର୍ଟରେ ଦାଖଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୬ : କୋଭିଡ୍‌-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ...

ଟ୍ରେନ୍‌ରେ ମିଳିଲା ଡବଲ୍‌ ଖୁସି

ଲକ୍ଷ୍ନୌ,୯।୩: ଜଣେ ମହିଳାଙ୍କୁ ଟ୍ରେନରେ ଡବଲ୍‌ ଖୁସି ମିଳିଛି। ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ମହିଳା ଜଣଙ୍କ ଯମଜ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି।...

‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’: ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କ ମତାମତ ଲୋଡ଼ିଲେ ସରକାର

ନୂଆଦିଲ୍ଲୀ,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମ ଜାନୁୟାରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି।...

ଥମୁନି ତୈଳ ଦର ବୃଦ୍ଧି: ପେଟ୍ରୋଲ ୩୨, ଡିଜେଲ ୩୭ ପଇସା ପୁଣି ବଢ଼ିଲା

ନୂଆଦିଲ୍ଲୀ,୨୯ା୩: ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧିର ପ୍ରଭାବ ସିଧା ଭାରତୀୟ ତୈଳ ବଜାରରେ ପଡୁଛି। ଫଳରେ କ୍ରମାଗତ ଭାବେ ୪ର୍ଥ ଦିନ ଲାଗି...

ଯୁବତୀଙ୍କ ଗର୍ଭପାତ କରାଇଲେ ଡାକ୍ତର ନେବେ ୧୦ ହଜାର ଟଙ୍କା, ଭିଡିଓ ଭାଇରାଲ୍‌

ଲକ୍ଷ୍ନୌ,୫।୧୧: ଉତ୍ତର ପ୍ରଦେଶର ବଦାୟୁଁ ସହରର ଏକ ଘରୋଇ ଡାକ୍ତରଖାନାର ମହିଳା ଡାକ୍ତରଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ଅବିବାହିତା ଯୁବତୀଙ୍କ ଗର୍ଭପାତ...

କିଏ ସେହି ଡାନିସ୍‌ ଅନ୍‌ସାରୀ? ଏକମାତ୍ର ମୁସଲମାନ୍‌ ଯାହାକୁ ମିଳିଲା ମନ୍ତ୍ରୀପଦ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ କ୍ରମାଗତ ଦ୍ୱିତୀୟ ଥର ପାଇଁ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ଯୋଗୀଙ୍କ ୨.୦ ସରକାରରେ ପୂର୍ବଭଳି ୨...

ଭିଡିଓ କନଫରେନସିଂ ମାଧ୍ୟମରେ ହେବ ଗୋଖାଦ୍ୟ ଦୁର୍ନିତି ମାମଲାର ଦୋଷୀଙ୍କ ଦଣ୍ଡାଦେଶ ଶୁଣାଣି

ପାଟନା,୨୧ ।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ଅଧ୍ୟକ୍ଷ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପାଇଁ ସୋମବାର ଏକ ଗରୁତ୍ୱପୂର୍ଣ୍ଣ ଦିନ ହେବାକୁ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

Advertisement
Archives

Model This Week