ଶୋକରେ ବୁଡିଲା ବଲିଉଡ୍‌; ପ୍ରିୟ କଳାକାରଙ୍କୁ ମନେ ପକାଉଛନ୍ତି…

ବମ୍ବେ: ହିନ୍ଦି ତଥା ମରାଠୀ ସିନେମାର ଜଣାଶୁଣା ଅଭିନେତା ବିକ୍ରମ ଗୋଖଲେ ଆଉ ନାହାନ୍ତି। ୭୫ ବର୍ଷ ବୟସରେ ଶନିବାର ତାଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିବା ବେଳେ ପୁଣେର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି। ସୋସିଆଲ ମିଡିଆରେ କଳାକାରଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କୁ ମନେପକାଉଥିବା ଦେଖାଯାଉଛି।

ଅଭିନେତା ଅକ୍ଷୟ କୁମାର କହିଛନ୍ତି, ବିକ୍ରମ ଜୀଙ୍କ ମୃତ୍ୟୁ ବିଷୟରେ ଜାଣି ବହୁତ ଦୁଃଖ ଲାଗିଲା। ତାଙ୍କ ସହ ଭୁଲ ଭୁଲୈୟା, ମିଶନ ମଙ୍ଗଲ ଭଳି ଫିଲ୍ମରେ କାମ କରିଥିଲି। ବହୁତ କିଛି ଶିଖିବାକୁ ମିଳିଥିଲା। ଓମ୍‌ ଶାନ୍ତି।

 

ଭୋଜପୁରୀ ଫିଲ୍ମର ଲୋକପ୍ରିୟ ଅଭିନେତା ତଥା ଭାଜପା ଏମ୍‌ପି ରବି କିଶନ କହିଛନ୍ତି, ମୋର ପସନ୍ଦର କଳାକାର ବିକ୍ରମ ଗୋଖଲେ ଜୀ ଆଉ ନାହାନ୍ତି। ମହାଦେବ ତାଙ୍କୁ ନିଜ ପୟରେ ଶରଣ ଦିଅନ୍ତୁ। ଓମ୍‌ ଶାନ୍ତି।

ସେହିଭଳି ଫିଲ୍ମନିର୍ମାତା ଅଶୋକ ପଣ୍ଡିତ, ଅଭିନେତା ମନୋଜ ବାଜପେୟୀ, ଅନୁପମ ଖେର ପ୍ରମୁଖ ବିକ୍ରମଙ୍କୁ ମନେ ପକାଇଛନ୍ତି। ଦେଖନ୍ତୁ ଟୁଇଟ୍‌:-


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?