ସୁସ୍ଥ ହେଉଛନ୍ତି ବିକ୍ରମ ଗୋଖଲେ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ବାହାରିପାରନ୍ତି ଭେଣ୍ଟିଲେଟରରୁ

ମୁମ୍ବାଇ,୨୫ ।୧୧: ବରିଷ୍ଠ ଅଭିନେତା ବିକ୍ରମ ଗୋଖଲେଙ୍କ ସ୍ୱାସ୍ଥ୍ର‌୍ୟାବସ୍ଥା ପୂର୍ବାପେକ୍ଷା ଭଲ ଥିବା କୁହାଯାଉଛି । ଏହି ବୟାନ ପୁଣେ ସ୍ଥିତ ଦିନାନାଥ ମଙ୍ଗେସକର ହସ୍ପିଟାଲ ପ୍ରଶାସନ ପକ୍ଷରୁ ଜାରି କରାଯାଇଛି । ଡାକ୍ତର ଅଭିନେତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଅପଡେଟ ଦେବା ବେଳେ କହିଛନ୍ତି ବିକ୍ରମ ଗୋଖଲେଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେଉଛି । ଡାକ୍ତର ଆହୁରି ମଧ୍ୟ କହିଛନ୍ତି ଯଦି ଗୋଖଲେଙ୍କ ସ୍ୱାସ୍ଥ୍ୟରେ ଏହିଭଳି ଉନ୍ନତି ପରିଲକ୍ଷିତ ହୁଏ ତେବେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ତାଙ୍କୁ ଭେଣ୍ଟିଲେଟରରୁ ବାହାର କରିଦିଆଯାଇପାରେ । ସୂଚନାଯୋଗ୍ୟ, ଗତ ୧୫ ଦିନ ହେବ ଅଭିନେତା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା କୋମାକୁ ଚାଲିଯାଇଥିବା ଅଭିନେତା ଏବେ ତାଙ୍କ ଅଙ୍ଗକୁ ହଲାଉଛନ୍ତି । ସମାଚାର ଏଜେନ୍ସି ଏଏନଆଇ ସହ କଥା ହେବା ସମୟରେ ଗୋଖଲେଙ୍କ ମ୍ୟାନେଜର ଶିରିଷ ୟଦ୍ନିକର କହିଛନ୍ତି, ଅଭିନେତା ଏବେତାଙ୍କର ଆଖି ଖୋଲୁଛନ୍ତି, ଶରୀରର ଅଙ୍ଗକୁ ହଲାଉଛନ୍ତି । ତାଙ୍କର ରକ୍ତଚାପ ଓ ହାର୍ଟ ସ୍ଥିର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?