ପୀତବାସ ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଅଟକ, ଏସ୍‌ପି ଅଫିସ ଘେରାଉ ଉଦ୍ୟମ

ବ୍ରହ୍ମପୁର,୨୨।୧୦: ପୀତବାସ ହତ୍ୟାକାଣ୍ଡ ମାମଲାରେ ପୋଲିସ ବିଳମ୍ବିତ ରାତିରେ ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଅଟକ ରଖିବା ଘଟଣାକୁ ନେଇ ବ୍ରହ୍ମପୁରରେ ଉତ୍ତେଜନା ଦେଖାଦେଇଛି।

ବିକ୍ରମ ପଣ୍ଡାଙ୍କୁ ଅଟକ ରଖାଯିବା ପ୍ରତିବାଦରେ ବିଜେଡି କର୍ମୀମାନେ ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିବାକୁ ଉଦ୍ୟମ କରିଥିଲେ।

ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସ୍‌ପି ଅଫିସ୍ ଚାରିପାଖରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପୋଲିସ ବିଳମ୍ବିତ ରାତିରୁ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଅଟକ ରଖିଥିବା ଜଣାପଡ଼ିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ରାଜନୈତିକ ଉଷ୍ମତା ବଢ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri