ଗାଁ ମାଟି କଳା ଉଜ୍ଜୀବିତ: ଲୋକ ନାଟକ ପ୍ରଦର୍ଶିତ

ଲୋଇସିଂହା,୪।୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକବୁର୍ଡା ଗ୍ରାମର ରାଧାକୃଷ୍ଣ ମନ୍ଦିର କଲ୍ୟାଣ ମଣ୍ଡପରେ ବୈଶାଖି ନାଟ୍ୟ ମହୋତ୍ସବ-୨୦୨୫ ଉଦଘାଟିତ ହୋଯାଇଛି। ବୁର୍ଡା ନିର୍ମାଣ ଶ୍ରମିକ ସଂଘ ଆନୁକୂଲ୍ୟରେ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହାୟତା ରେ ତ୍ରିଦିବସୀୟ ବୈଶାଖି ନାଟ୍ୟ ମହୋତ୍ସବ ଅନୁଷ୍ଠିତ ହେଉଛି। ଉଦଘାଟିତ ସମାରୋହ ସଭାରେ ଓମ ପ୍ରକାଶ ସାହୁ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବରେ ଲୋଇସିଂହା ତହସିଲଦାର ଟିକୁନୁ ପୁଟା, ସମ୍ମାନୀତ ଅତିଥି ଭାବରେ
ଅକ୍ଷୟ ପାଣି ଟୁଡୁ ଓ ମୁଖ୍ୟବକ୍ତା ଭାବେ ସମାଜସେବୀ ଅଶୋକ ମେହେର ଯୋଗ ଦାନ କରି ସମାଜରେ ନାଟକର ଭୂମିକା ସମ୍ପର୍କରେ କହିଥିଲେ। ପ୍ରଥମ ରଜନୀରେ ବୁର୍ଡା ମଧ୍ୟମ ପଡାର ପ୍ରସ୍ତୁତି ଲୋକ ନାଟକ ଲକ୍ଷ୍ମୀ ପୁରାଣ ଓ କଟକର ମା ବାସେଳି ସଂସ୍ଥା ତରଫରୁ ଘୋଡ଼ା ନାଚ ପ୍ରଦର୍ଶିତ କରି ନିଜ ଗାଁ ମାଟି କଳାକୁ ଉଜ୍ଜୀବିତ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri