ଗାଁ ସଫା କଲେ ବିଡିଓ

ଦାରିଙ୍ଗବାଡ଼ି,୭ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଗ୍ରାମରେ ଶୁକ୍ରବାର ଗାଁକୁ ସଫେଇ କରାଯାଇଛି। ଏଥିରେ ମୁଖ୍ୟ ଆକର୍ଷଣ ଥିଲେ ଦାରିଙ୍ଗବାଡି ବିଡିଓ ଗଦାଧର ପାତ୍ର। ଉକ୍ତ ଗ୍ରାମର ବଜାରଠାରୁ ସାହୁ ନଗର, ବିଦ୍ୟାଳୟ ପରିସର, ଶିବମନ୍ଦିର ରୋଡ୍‌, ଜଗନ୍ନାଥ ମନ୍ଦିର ରୋଡ୍‌, ଜାତୀୟ ରାଜପଥ ଉପରେ ରହିଥିବା କୁଢ଼ କୁଢ଼ ଅଳିଆକୁ ସଫା କରାଯାଇଥିଲା। ଗ୍ରାମର ଜୁଡ଼ାବାଡି ସମେତ ଦଡିବାଡ଼ି, ଲାଦାମାଲା ଗ୍ରାମର ଶତାଧିକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ସିମନବାଡ଼ିଠାରେ ପ୍ରଥମଥର ପାଇଁ ପାରମ୍ପରିକ ପଞ୍ଚୁ ଦଣ୍ଡ ଅନୁଷ୍ଠିତ ହେଉଛି। ଅଞ୍ଚଳରେ ଏଥିପାଇଁ ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ, ଦର୍ଶକଙ୍କ ସମାଗମ ହେବାର ରହିଛି। ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନର ସହଯୋଗରେ ଏହି ସଫେଇ କାର୍ଯ୍ୟକ୍ରମ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?