ଗ୍ରାମଦେବୀଙ୍କ ଅଳଙ୍କାର ଚୋରି କରି ରାସ୍ତାରେ ଫିଙ୍ଗି ଦେଲେ

ରାଜନଗର,୨୭ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗଁାର ଆରାଧ୍ୟା ଗ୍ରାମଦେବତୀ ମା’ ଖରାଖାଇଙ୍କୁ ଜଣେ ମଦ୍ୟପ ଆସ୍ଥାନରୁ ଉଠାଇ ରାସ୍ତାରେ ଫିଙ୍ଗି ଦେବା ସହ ସୁନା, ରୁପା ଅଳଙ୍କାର ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି। ଏନେଇ ଗଁାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅନ୍ୟପକ୍ଷେ କୁନା ସେଠୀ ନାମକ ଜଣେ ଯୁବକଙ୍କ ନାମରେ ରାଜନଗର ଥାନାରେ ଅଭିଯୋଗ ହୋଇଛି।

ରବିବାର ଗ୍ରାମଦେବୀ ଖରାଖାଈ ରାସ୍ତା ଉପରେ ପଡିଥିବା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଥିଲେ। ପରେ ପଣ୍ଡିତଙ୍କୁ ଡକାଇ ଦେବନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ମା’ଙ୍କୁ ପୁନଶ୍ଚ ସ୍ଥାପନ କରାଯାଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ ଶନିବାର ରାତିରେ ଗାଁର କୁନା ସେଠୀ ମଦ ପିଇ ମା’ ଖରାଖାଇଙ୍କ ବାରଣ୍ଡାରେ ପଡି ରହିଥିଲେ। ମଧ୍ୟ ରାତ୍ରିରେ ମା’ଙ୍କ ମୂର୍ତ୍ତିକୁ ରାସ୍ତାରେ ଫିଙ୍ଗି ଦେବା ସହ ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ପରେ ପୋଲିସ କୁନାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri