ଗ୍ରାମଦେବୀଙ୍କ ଅଳଙ୍କାର ଚୋରି କରି ରାସ୍ତାରେ ଫିଙ୍ଗି ଦେଲେ

ରାଜନଗର,୨୭ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗଁାର ଆରାଧ୍ୟା ଗ୍ରାମଦେବତୀ ମା’ ଖରାଖାଇଙ୍କୁ ଜଣେ ମଦ୍ୟପ ଆସ୍ଥାନରୁ ଉଠାଇ ରାସ୍ତାରେ ଫିଙ୍ଗି ଦେବା ସହ ସୁନା, ରୁପା ଅଳଙ୍କାର ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି। ଏନେଇ ଗଁାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅନ୍ୟପକ୍ଷେ କୁନା ସେଠୀ ନାମକ ଜଣେ ଯୁବକଙ୍କ ନାମରେ ରାଜନଗର ଥାନାରେ ଅଭିଯୋଗ ହୋଇଛି।

ରବିବାର ଗ୍ରାମଦେବୀ ଖରାଖାଈ ରାସ୍ତା ଉପରେ ପଡିଥିବା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଥିଲେ। ପରେ ପଣ୍ଡିତଙ୍କୁ ଡକାଇ ଦେବନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ମା’ଙ୍କୁ ପୁନଶ୍ଚ ସ୍ଥାପନ କରାଯାଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ ଶନିବାର ରାତିରେ ଗାଁର କୁନା ସେଠୀ ମଦ ପିଇ ମା’ ଖରାଖାଇଙ୍କ ବାରଣ୍ଡାରେ ପଡି ରହିଥିଲେ। ମଧ୍ୟ ରାତ୍ରିରେ ମା’ଙ୍କ ମୂର୍ତ୍ତିକୁ ରାସ୍ତାରେ ଫିଙ୍ଗି ଦେବା ସହ ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ପରେ ପୋଲିସ କୁନାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡିଟ ପରେ ଗଞ୍ଜାମରେ ବଢୁଛି ମୃତ୍ୟୁ ସଂଖ୍ୟା

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଅଡିଟ ପରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ପୁଣି ଜିଲାରୁ ଆଉ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା...

ବିସିସି ବ୍ୟାଙ୍କ କୃଷିଋଣ ଦେଇଛି ୨୩୨.୬୫ କୋଟି

ବ୍ରହ୍ମପୁର ଅଫିସ,୧୪।୪: ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ୨୦୨୨-୨୩ ବର୍ଷରେ ରବି ଫସଲ ପାଇଁ ଗଞ୍ଜାମ-ଗଜପତି ଜିଲାର ୬୦,୬୬୨ ପଞ୍ଜୀକୃତ ଚାଷୀଙ୍କୁ ୨୩୨.୬୫ କୋଟି...

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୬।୧୦(ସ୍ବ.ପ୍ର.): ଗତ ସୋମବାର ଦିନ ବଳଦ ଚରାଇବାକୁ ଯାଇ ଅରଡେଇ ନଦୀରେ ନିଖୋଜ ହୋଇଥିବା ନିର୍ମଳ ମହାରଣା (୪୫)ଙ୍କ ମୃତଦେହ ପୋଲିସ ବୁଧବାର ସକାଳେ ଉଦ୍ଧାର...

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ

ବାଲୁଗଁ। ,୧୨ା୧୧(ଡି.ଏନ.ଏ.): ଚିଲିକାର ଏ୍ୟତିହ୍ୟ ନୌବାଣିଜ୍ୟ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ବାଲୁଗାଁର ଚିଲିକା ତଟଦେଶରେ ସୋମବାର ସନ୍ଧ୍ୟାରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ...

ପାଣି ମୁନ୍ଦେ ପାଇବାକୁ ୪ଶହ ଲୋକ କଲବଲ

ମାଲକାନଗିରି,୫।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ପ୍ରତି ଗ୍ରାମରେ ପାନୀୟ ଜଳ ଯୋଗାଇଦେବା ପାଇଁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହାକୁ କାର୍ଯ୍ୟକାରୀ କରିବାରେ ଆନ୍ତରିକତାର ଅଭାବ ଯୋଗୁ...

ରାସ୍ତା ପାଇଁ କାଳ ସାଜୁଛି ଓଭରଲୋଡିଂ

ଉମରକୋଟ,୨୩।୧୨(ସ୍ବ.ପ୍ର.): ଗତ ୧୫ ତାରିଖରେ ଉମରକୋଟ ସହର ଦେଇ ଯାଇଥିବା ରାସ୍ତାର ଶୋଚନୀୟ ଅବସ୍ଥାକୁ ନେଇ ଉମରକୋଟ ମିଳିତ ନାଗରିକ ମଞ୍ଚ ପକ୍ଷରୁ ସହରର ଡିଏନ୍‌କେ...

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଲେ ବିଧାୟିକା

କବିସୂର୍ଯ୍ୟନଗର,୨୮ା୫-କବିସୂର୍ଯ୍ୟନଗରରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରକୁ ଗୁରୁବାର ବିଧାୟିକା ଲତିକା ପ୍ରଧାନ ବୁଲି ଦେଖିଛନ୍ତି। ଏଥିସହ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ପ୍ରବାସୀମାନଙ୍କ ସହ ଆଲୋଚନା କରିଛନ୍ତି।...

ମେଡିକାଲ ପଛ ଜଙ୍ଗଲରେ ହାତୀ

ଖୋର୍ଦ୍ଧା ଅଫିସ,୯।୪: ଖୋର୍ଦ୍ଧା ବନାଞ୍ଚଳରେ ହାତୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୁଇ ଦିନ ପୂର୍ବେ ରାମଚଣ୍ଡୀ ଠାରେ ଏକ ହାତୀ ଆକ୍ରମଣରେ...

Advertisement
Archives

Model This Week