ବାଲୁକା କଳାରେ ‘ଭିଲେଜ୍‌ ଇନ୍‌ ସମର’

କର୍ଲାମୁଣ୍ଡା,୨୧ା୬(ପ୍ରଦୀପ କୁମାର ସାହୁ): ଚଳିତ ବର୍ଷ ଗ୍ରୀଷ୍ମର ପ୍ରକୋପ ରଥଯାତ୍ରା ପରେ ବି ଜାରି ରହିଛି। ଏପରିକି ଆଷାଢ଼ ମାସରେ ବି ସକାଳୁଆ କ୍ଲାସ ଚାଲିଛି। ଫଳରେ ଚାଷ କାମ ପଛେଇ ଯିବା ସହ କଂକ୍ରିଟ ରାସ୍ତା, ଛାତ ଘର,ଆଜବେଷ୍ଟସ୍‌ ଘର ସହ ବାରମ୍ବାର ବିଦ୍ୟୁତ୍‌ କାଟ୍‌ ଗ୍ରାମ୍ୟ ଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଯୁବ ବାଲୁକା ଶିଳ୍ପୀ ଓମ୍‌ ପ୍ରକାଶ ସାହୁ ‘ଭିଲେଜ ଇନ୍‌ ସମର ଶୀର୍ଷକ ବାଲୁକା କଳା ନିର୍ମାଣ କରି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri