ଗ୍ରାମବାସୀଙ୍କ ରାସ୍ତା ଅବରୋଧ: ମାଳିସାହି ପଞ୍ଚାୟତରେ ଉତ୍ତେଜନା

ନୟାଗଡ଼ ଅଫିସ,୫।୨: ନୟାଗଡ଼ ସଦର ଥାନା ମାଳିସାହି ପଞ୍ଚାୟତରେ ଉତ୍ତେଜନା ପ୍ରକାଶ ପାଇଛି। ରାସ୍ତାରେ ଗଛ ଓ ପଥର ପକାଇ ହଜାର ହଜାର ଗ୍ରାମବାସୀ ଅବରୋଧ କରିଛନ୍ତି। ୧୭ଟି ଗାଁର ଲୋକଙ୍କୁ ଗୁଡୁପାଙ୍ଗୀ ଗାଁ ରାସ୍ତାରେ ଯିବାକୁ ଦେଇନାହାନ୍ତି।
୯ ମାସ ହେଲା ଗୁଡୁପାଙ୍ଗୀ ଓ ଅନ୍ୟ ଗାଁ ଲୋକଙ୍କ ଭିତରେ ବିବାଦ ଲାଗିରହିଛି।

ସୂଚନାଯୋଗ୍ୟ,ମାଳିସାହି ପଞ୍ଚାୟତର ଗୁଡୁପାଙ୍ଗି ଗ୍ରାମବାସୀ ଶୁକ୍ରବାର ରାସ୍ତା ଅବରୋଧ କରିଛନ୍ତି। ରାସ୍ତା ଅବରୋଧ କାରଣରୁ ଢେଙ୍କେଣା, ଖଣ୍ଡୁ ଗାଁ, ମାଳିସାହି ପଞ୍ଚାୟତର ପ୍ରାୟ ୨୦ଟି ଗ୍ରାମର ଲୋକଙ୍କ ଯାତାୟାତ ବନ୍ଦ ହୋଇଯାଇଛି।
ଉଭୟ ପକ୍ଷର ଲୋକେ ହାତରେ ଠେଙ୍ଗା ବାଡ଼ି ଧରି ସାମ୍ନାସାମ୍ନି ହୋଇଥିବା ସମୟରେ ଯେ କୌଣସି ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ

ପଟ୍ଟାମୁଣ୍ଡାଇ,୧୯ା୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇକୁ ୧୯୮୮ ଡିସେମ୍ବର ୬ରେ ଏନ୍‌ଏସିର ମାନ୍ୟତା ମିଳିଥିଲା। ପଟ୍ଟାମୁଣ୍ଡାଇ, କଷଣଅଣ୍ଟା, ମାଟିଆ, ବାଲିପାଟଣା, ନୀଳକଣ୍ଠପୁର ପଞ୍ଚାୟତକୁ ନେଇ ଏନ୍‌ଏସି ଘୋଷଣା ହୋଇଥିଲା। ବିଜ୍ଞାପିତ...

‘ପାଣି ଏଠି ଜୀବନ ନୁହେଁ, ଜହର’

ବିନିକା,୨୮ା୬(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତିଲେଇମାଳ ଗାଁ। ଏହି ରାଜସ୍ବ ଗ୍ରାମର ଲୋକସଂଖ୍ୟା ୪ଶହ। ମୁଖ୍ୟତଃ ପଛୁଆ ବର୍ଗ ଏବଂ...

କେନାଲ ପାଣି ଅଭାବରୁ ଫାଟିଲା ଚାଷ ଜମି

କୁଳିଅଣା,୩ା୯(ସ୍ବ.ପ୍ର.): କେନାଲ ପାଣି ନ ମାଡ଼ିବା ଓ ବର୍ଷା ଅଭାବରୁ ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ମାରାଙ୍ଗତାଣ୍ଡି ପଞ୍ଚାୟତ ଅଧୀନ ପଳାଶବଣୀ ଗ୍ରାମରେ ଥିବା ଚାଷ...

ଘର ନିକଟରେ କବର ଖୋଳାକୁ ନେଇ ଉତ୍ତେଜନା

ପିପିଲି,୩୦।୫(ସ୍ବ.ପ୍ର.): ପିପିଲି ପୌରାଞ୍ଚଳ ୧୪ୱାର୍ଡ ସୁଲତାନନଗର ଗ୍ରାମର ଏକ ଘର ନିକଟରେ ଶନିବାର ମୃତଦେହ ପୋତିବା ନିମନ୍ତେ ଏକ କବର ଖୋଳିବାକୁ ନେଇ ଉତ୍ତେଜନା ଦେଖାଦେଇଛି।...

ଉର୍ମିଳା ଗଞ୍ଜାମ ମହିଳା ବିଜେଡି ସଭାନେତ୍ରୀ

ଗଞ୍ଜାମ,୧୨।୧୦(ଡି.ଏନ.ଏ.): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ଏନ୍‌ଏସି ମହିଳା ସଭାନେତ୍ରୀ ଭାବେ ପୁଣି ଉର୍ମିଳା ପଲାଇ ମନୋନୀତ ହୋଇଛନ୍ତି। ଏଥିପାଇଁ ସେ ଗଞ୍ଜାମ ଜିଲା ବିଜେଡି...

ନିରାମୟ ଯୋଜନା ପ୍ରହସନ

ଯାଜପୁର ରୋଡ୍‌,୨୨।୪: ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ପରିସରରେ ଘରୋଇ ଔଷଧ ଦୋକାନ ରହିବା ଯୋଗୁ ରାଜ୍ୟ ସରକାରଙ୍କ ନିରାମୟ ଯୋଜନା ପ୍ରତିହତ ହେଉଛି। ଗରିବ...

ପାଇଖାନା ନିର୍ମାଣ ନଁ।ରେ ଅନିୟମିତତା

ପଦ୍ମପୁର,୨୧।୩(ଡି.ଏନ.ଏ.)-ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏ ନେଇ ବିଡିଓ, ଜିଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ...

ସମୁଦ୍ରରେ ଚାଲିଛି ବେଆଇନ ମାଛଧରା: ଅଲିଭ ରିଡଲେଙ୍କ ଅଣ୍ଡାଦାନ ବାଧାପ୍ରାପ୍ତ

ଛତ୍ରପୁର,୧୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସମୁଦ୍ରରୁ ବେଆଇନ ଭାବରେ ମାଛଧରାକୁ ବନ୍ଦ କରିବା ନେଇ ଅତିରିକ୍ତ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।...

Advertisement
Archives

Model This Week