ବୃଦ୍ଧାଙ୍କୁ ଗଁ। ଦାଣ୍ଡରେ ପିଟିଲେ ମା, ବାପା, ପୁଅ ଅଟକ

ଗଞ୍ଜାମ,୨୧ା୭(ଡି.ଏନ.ଏ.)- ସାମାନ୍ୟ ମାଛ କିଣାବିକାକୁ ନେଇ ଜଣେ ବୃଦ୍ଧାଙ୍କୁ ଗଁା ଦାଣ୍ଡରେ ମାଡ ମାରିଛନ୍ତି ମା’, ବାପା ଓ ପୁଅ। ଏନେଇ ଗଞ୍ଜାମ ଥାନାରେ ସମ୍ପୃକ୍ତ ବୃଦ୍ଧା ଅଭିଯୋଗ କରିବା ପରେ ପୋଲିସ ନଂ.୮୮/୨୦ରେ ମାମଲା ରୁଜୁକରି ୩ଜଣଙ୍କୁ ଅଟକ ରଖିଛି।
ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ.୭ କୈବର୍ତ୍ତ ସାହିରେ ମଙ୍ଗଳବାର ସକାଳେ ମାଛ ବିକ୍ରି କରୁଥିବା ସମ୍ପୃକ୍ତ ବୃଦ୍ଧାଙ୍କ ସହ ସାହିର ଜନୈକ ବ୍ୟକ୍ତିଙ୍କ କଥା କଟାକଟି ହୋଇଥିଲା। ପରେ ସେ ମାଛ ବିକ୍ରି ସାରି ଫେରୁଥିବାବେଳେ ସମ୍ପୃକ୍ତ ବ୍ୟକ୍ତି ତାଙ୍କ ସ୍ତ୍ରୀ ଓ ପୁଅ ଘର ଆଗରେ ବୃଦ୍ଧାଙ୍କ ରାସ୍ତା ଉପରେ ପକାଇ ମାଡ ମାରିଥିଲେ। ଏନେଇ ବୃଦ୍ଧା ଥାନାରେ ଏତଲା ଦେବା ପରେ ପୋଲିସ ୩ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଥିବା ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପାଇଁ ରାଜଧାନୀ ହାଟ ଉପରେ କଟକଣା: ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଖୋଲିବ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଭିଡ଼ରୁ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ରାଜଧାନୀରେ ଚାଲୁଥିବା ସମସ୍ତ ହାଟ ପାଇଁ...

୨୮ ଜିଲାକୁ ପଛରେ ପକାଇଲା ଖୋର୍ଦ୍ଧା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ୨୯ ଜିଲାରୁ ଆଉ ୩୦୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଖୋର୍ଦ୍ଧାର ସର୍ବାଧିକ ୬୮୪ଜଣ ଥିବା ବେଳେ ଅନୁଗୋଳର ୨୫, ବାଲେଶ୍ୱରର...

ହାଇଟେକ୍‌ର ୬୩ କୋଟି ୫୫ ଲକ୍ଷ ବଣ୍ଟାଯିବ: ଫେରିପାଇବେ ୨୨ ହଜାର ଜମାକାରୀ

କଟକ ଅଫିସ,୧୭ା୭: ହାଇଟେକ୍‌ ଗ୍ରୁପର ୬୩ କୋଟି ୫୫ ଲକ୍ଷ ୪୯ହଜାର ୨୨୭ ଟଙ୍କା ଜମାକାରୀଙ୍କୁ ଫେରସ୍ତ ଦିଆଯିବ। ଏହି ଟଙ୍କାକୁ ୨୨ ହଜାର ୭୦୦...

ହୋମ୍‌ଓ୍ବାର୍କ କରି ନ ଥିବାରୁ ଦଣ୍ଡ:ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ବନ୍ଦକରି ପଳାଇଲେ ଶିକ୍ଷୟିତ୍ରୀ

ଜୟପୁର,୧୧।୯(ଡି.ଏନ୍‌.ଏ.):ହୋମଓ୍ବାର୍କ କରି ନ ଥିବାରୁ ଷ୍ଟାଣ୍ଡାର୍ଡ଼ ଓ୍ବାନ୍‌ର ଜଣେ କୋମଳମତି ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ଲାଇଟ୍‌ ଓ ଫ୍ୟାନ୍‌ ଅଫ୍‌କରି କବାଟ ଦେଇ ପଳାଇଛନ୍ତି ଶିକ୍ଷୟିତ୍ରୀ। ଛାତ୍ର...

ମିଳୁନି ସହାୟତା, ପୁନରୁଦ୍ଧାରରେ ବାଧା: ଉଜୁଡ଼ା ବେପାର ସଜାଡ଼ି ହେଉନି

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟା ‘ଫନୀ’ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି କରିଥିଲା, ଯାହାର ଏବେସୁଦ୍ଧା ଭରଣା ହୋଇପାରିନାହିଁ। ବହୁତ କଷ୍ଟରେ କେତେଜଣ ଅଣ୍ଟା ସଳଖି ଛିଡ଼ା ହୋଇଛନ୍ତି। ହେଲେ...

ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ଼,୨ା୧(ଡି.ଏନ.ଏ)-ସ୍ଥାନୀୟ ଚମ୍ପକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ସମଗ୍ର ଦେବଗଡ଼ ଜିଲା ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।...

ଲୁଣିଝରା ନଦୀରେ ଚେକଡ୍ୟାମ୍‌ ପାଇଁ ଗ୍ରାମବାସୀଙ୍କ ଦାବି, ଜଳସମ୍ପଦ ବିଭାଗ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ

ନୟାଗଡ଼ ଅଫିସ,୨୯।୯-ନୟାଗଡ଼ବ୍ଲକ ସାଲୁଣୀ ଗ୍ରାମ ଦେଇ ଯାଇଥିବା ଲୁଣିଝରା ନଦୀରେ ଏକ ଚେକଡ୍ୟାମ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଦୀର୍ଘବର୍ଷ ହେଲାଣି ସେମାନେ ଦାବି କରି...

ବିକାଶମୂଳକ କାର୍ଯ୍ୟକୁ ରୋକିଲା କରୋନା

ଭୁବନେଶ୍ୱର,୯ା୯(ବ୍ୟୁରୋ): କରୋନା କେବଳ ଯେ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରି ନାହିଁ, ସମସ୍ତ ପ୍ରକାର ବିକାଶମୂଳକ କାର୍ଯ୍ୟ ମଧ୍ୟ ଗୁରୁତର ଭାବେ ପ୍ରଭାବିତ କରିଛି। ଆସନ୍ତା...

Advertisement


Archives

Model This Week

Why Dharitri