ବୃଦ୍ଧାଙ୍କୁ ଗଁ। ଦାଣ୍ଡରେ ପିଟିଲେ ମା, ବାପା, ପୁଅ ଅଟକ

ଗଞ୍ଜାମ,୨୧ା୭(ଡି.ଏନ.ଏ.)- ସାମାନ୍ୟ ମାଛ କିଣାବିକାକୁ ନେଇ ଜଣେ ବୃଦ୍ଧାଙ୍କୁ ଗଁା ଦାଣ୍ଡରେ ମାଡ ମାରିଛନ୍ତି ମା’, ବାପା ଓ ପୁଅ। ଏନେଇ ଗଞ୍ଜାମ ଥାନାରେ ସମ୍ପୃକ୍ତ ବୃଦ୍ଧା ଅଭିଯୋଗ କରିବା ପରେ ପୋଲିସ ନଂ.୮୮/୨୦ରେ ମାମଲା ରୁଜୁକରି ୩ଜଣଙ୍କୁ ଅଟକ ରଖିଛି।
ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ.୭ କୈବର୍ତ୍ତ ସାହିରେ ମଙ୍ଗଳବାର ସକାଳେ ମାଛ ବିକ୍ରି କରୁଥିବା ସମ୍ପୃକ୍ତ ବୃଦ୍ଧାଙ୍କ ସହ ସାହିର ଜନୈକ ବ୍ୟକ୍ତିଙ୍କ କଥା କଟାକଟି ହୋଇଥିଲା। ପରେ ସେ ମାଛ ବିକ୍ରି ସାରି ଫେରୁଥିବାବେଳେ ସମ୍ପୃକ୍ତ ବ୍ୟକ୍ତି ତାଙ୍କ ସ୍ତ୍ରୀ ଓ ପୁଅ ଘର ଆଗରେ ବୃଦ୍ଧାଙ୍କ ରାସ୍ତା ଉପରେ ପକାଇ ମାଡ ମାରିଥିଲେ। ଏନେଇ ବୃଦ୍ଧା ଥାନାରେ ଏତଲା ଦେବା ପରେ ପୋଲିସ ୩ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଥିବା ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ

ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ...

ବ୍ରହ୍ମପୁରରେ ୨ ନୂଆ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମପୁରରେ ଦୁଇଟି ନୂଆ କୋଭିଡ୍‌ ହସ୍ପିଟାଲକୁ ଶନିବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏହି ଦୁଇଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲରେ...

ଦାୟିତ୍ୱ ନେଲେ ପିସିସି ସଭାପତି

ଭୁବନେଶ୍ୱର, ୧୧ା୬(ବ୍ୟୁରୋ): କଂଗ୍ରେସର ଗୌରବମୟ ଇତିହାସ ରହିଛି। ଏ ରାଜ୍ୟ, ଜାତି ଓ ଦେଶକୁ କଂଗ୍ରେସ ବହୁତ କିଛି ଦେଇଛି। ରାଜନୈତିକ ଯାତ୍ରାରେ ଉତ୍‌ଥାନ-ପତନ ଲାଗି...

ଡକାୟତି ଉଦ୍ୟମ ପଣ୍ଡ: ୭ ଡକାୟତ ଜେଲ ଗଲେ

ରଣପୁର,୨୧ା୯(ସ୍ବ.ପ୍ର.): ରଣପୁର ଥାନା ପୋଲିସ ଅସୁରକୁମାରୀ ଚଟେଇପଡାରୁ ୭ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ...

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୭ ଆହତ

ଭଦ୍ରକ ଅଫିସ,୨।୪: ଭଦ୍ରକ ଜିଲା ବନ୍ତ ଛକ ବୀଣା ପେଟ୍ରୋଲ ପମ୍ପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରରୁ...

ସହର, ଉପାନ୍ତ ଅଞ୍ଚଳରେ ବଢୁଛି ଅପରାଧ

କେନ୍ଦ୍ରାପଡ଼ା ଅଫିସ,୬ା୬: କେନ୍ଦ୍ରାପଡ଼ା ଜିଲା ଦୀର୍ଘ ଦୁଇ ଦଶନ୍ଧି ଧରି ଅପରାଧ ପ୍ରବଣ ହେବାରେ ଲାଗିଛି। ଏହି ସମୟ ଅବଧିରେ ଜିଲାକୁ ବାଂଲାଦେଶୀ ଅନୁପ୍ରବେଶ ଉତ୍କଟରୂପ...

ପ୍ରଶାସନର ଅନୁରୋଧ ପରେ ଶେରଗଡ଼ରେ ଆରମ୍ଭ ହେଲା ଅସ୍ଥାୟୀ ପରିବା ବଜାର

ଶେରଗଡ଼,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ି ଚାଲିଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ବ୍ଲକରେ ମୋଟ୍‌ ୮୨ ଜଣ କରୋନାରେ...

ଗୋଡ଼େଇ ଗୋଡ଼େଇ ଲୋକଙ୍କୁ କାମୁଡୁଛି କୁକୁର: ଅନେକ ଗୁରୁତର

ବାଲିଗୁଡ଼ା,୨୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ବୁଧବାର ଏକ ପାଗଳ କୁକୁର କାମୁଡ଼ାରେ ୫ ଜଣ...

Advertisement
Archives

Model This Week