Posted inଫୁରସତ

ଭୂପୃଷ୍ଠରୁ ୩ ହଜାର ଫୁଟ ତଳେ ବାସ କରନ୍ତି ଏହି ଗାଁର ଲୋକେ

ଆପଣ ନିଶ୍ଚିତ ଭାବରେ ସ୍ବର୍ଗ ଲୋକ ଏବଂ ପାତାଳ ଲୋକଙ୍କ କାହାଣୀ ବିଷୟରେ ଅନେକ ଶୁଣିଥିବେ। ଏହି ଦୁଇଟି ଦୁନିଆ ମଧ୍ୟରୁ ସ୍ବର୍ଗକୁ ଆକାଶ ବୋଲି ବିବେଚନା କରାଯାଏ ଏବଂ ତଳେ ରହୁଥିବା ଲୋକଙ୍କୁ ପାତାଳ ଲୋକ ବୋଲି ବିଶ୍ୱାସ କରାଯାଏ। ପ୍ରକୃତରେ ସେହି ସ୍ଥାନଗୁଡ଼ିକ ସମ୍ପର୍କରେ ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ।

କିନ୍ତୁ ଆମେରିକାର ଏକ ଗାଁ ଭୂପୃଷ୍ଠରୁ ୩ ହଜାର ଫୁଟ ଗଭୀରରେ ଅବସ୍ଥିତ। ଏହା ଆମେରିକାର ଗ୍ରାଣ୍ଡ କାନିୟନ ଅନ୍ତର୍ଗତ ହାଭାସୁ କ୍ୟାନନରେ ସୁପାଇ ଗାଁ । ପାତାଳଲୋକରେ ବସବାସ ହେତୁ ପ୍ରାୟ ୫୫ ଲକ୍ଷ ଲୋକ ପ୍ରତିବର୍ଷ ଏହି ସ୍ଥାନ ବୁଲିବାକୁ ଆସିଥାନ୍ତି। ଏହି ଗାଁ ବହୁ ଗଭୀରରେ ଅବସ୍ଥିତ। ଏଠାରେ ରହୁଥିବା ଲୋକଙ୍କୁ ରେଡ୍‌ ଇଣ୍ଡିଆନ କୁହାଯାଏ। ବର୍ତ୍ତମାନ ଏହି ଗାଁରେ ପ୍ରାୟ ଦୁଇ ଶହ ଆଠ ଜଣ ଲୋକ ବାସ କରନ୍ତି। ଯାତାୟାତର ମାଧ୍ୟମ ବହୁତ କମ୍‌ ଅଟେ। ଯେହେତୁ ଏହା ଭୂମି ତଳେ ରହିଛି। ଏହି କାରଣରୁ ଏହା ବାହ୍ୟଜଗତରୁ ମଧ୍ୟ ବିଚ୍ଛିନ୍ନ ଅଟେ।


ଆଜିର ସମୟରେ ଲୋକମାନେ ଏଠାକୁ ଯିବାଆସିବା ପାଇଁ ଖଚର ବା ଘୋଡ଼ାଗାଡ଼ି ବ୍ୟବହାର କରିଥାନ୍ତି। ଏହି ସମୟରେ କିଛି ଲୋକ ଏଠାକୁ ଆସିବା ପାଇଁ ବିମାନ ବ୍ୟବହାର କରନ୍ତି। ଗାଁ ନିକଟରେ ଏକ ରାଜପଥ ଅଛି, ଯେଉଁ କାରଣରୁ ଲୋକମାନେ ଏଠାକୁ ଆସନ୍ତି। ଏହା ବ୍ୟତୀତ ଏହି ଗାଁର ଲୋକମାନେ ଏଠାରେ ଇଣ୍ଟରନେଟ୍‌ ନ ଥିଲେ ମଧ୍ୟ ଚିଠି ଲେଖିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?