ନବରଙ୍ଗପୁର,୧୦।୧୨: ନରହନ୍ତା ଭାଲୁକୁ ପିଟିପିଟି ମାରିଦେଲେ ଗ୍ରାମବାସୀ।
ଏହାକୁ ବିରୋଧ କରିଥିବା ୨ ବନ କର୍ମଚାରୀଙ୍କୁ ମାଡ଼ ହୋଇଛି। ଏଭଳି ଘଟଣା ଘଟିଛି ନବରଙ୍ଗପୁର ବନାଞ୍ଚଳ ଅଧୀନ ଭତରାସିଉନି ଗାଁ ନିକଟରେ।
ଶନିବାର ସକାଳେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଗ୍ରାମବାସୀ ଭାଲୁଟିକୁ ଘଉଡାଇ ଦେଇଥିଲେ। ଭାଲୁଟି ଗାଁ ନିକଟ ଖାଲରେ ଲୁଚି ରହିଥିଲା। ଏନେଇ ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀ ପହଞ୍ଚି ଭାଲୁଟିକୁ ଘଉଡାଇବା ପାଇଁ ଚେଷ୍ଟା କରିଥିଲେ। ହେଲେ ଭାଲୁଟି ଖାଲରୁ ବାହାରି ନଥିଲା। ପରେ ଗ୍ରାମାବାସୀ ଭାଲୁଟିକୁ ଘଉଡାଇବା ପାଇଁ ପଟିଥିଲେ। ବନକର୍ମଚାରୀ ଏହାକୁ ବିରୋଧ କରି ମଧ୍ୟ ମାଡ଼ ଖାଇଥିବା ଅଭିଯୋଗ ହୋଇଛି।
ନରହନ୍ତା ଭାଲୁକୁ ପିଟିପିଟି ମାରିଦେଲେ, ବିରୋଧ କରିବାରୁ ବନ କର୍ମଚାରୀଙ୍କୁ ମାଡ଼
Posted inHome Left, ଆମ ଜିଲା ଖବର, ନବରଙ୍ଗପୁର View All
ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା
ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…
ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ
ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…
ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…
ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା
ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…
ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…
କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…
ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ
କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…
ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’
ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…
ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

