ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ ଲୋକେ ଧରି ମାଡ଼ ମାରୁଥିବା ଶନିବାର ଅପରାହ୍ନରେ ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ବଲାଙ୍ଗୀର ସଦର ବ୍ଲକ ଖର୍ଲ୍ଲିକାନୀଠାରେ ଜଣେ ଅଣ ଓଡ଼ିଆ ଯୁବକ  ଗାଁ ଭିତରେ ସନ୍ଦେହଜନକ ଭାବେ ବୁଲୁଥିବା ଗାଁର କିଛି ଲୋକ  ଦେଖିବାକୁ ପାଇଥିଲେ ।  ଯୁବକଙ୍କୁ  ଛୁଆ ଚୋର ଭାବି ସେମାନେ ଅଟକାଇଥିଲେ।  ଛୁଆ ଚୋରଙ୍କୁ ଧରିଥିବା ପ୍ରସାରିତ ହେବା ପରେ ଲୋକଙ୍କ ଭିଡ ଜମିଯାଇଥିଲା।  ଲୋକେ କେଉଁଠି ଆସିଲୁ ଜଣ ପାଇଁ ଆସିଛୁ ଓ ଠିକଣା ପଚାରି ମାଡ ମାରୁଥିବା ଭଡିିଓ ସାମାଜିକ ଗଣମାଧ୍ୟରେରେ ଭାଇରାଲ ହେଉଥିବା ଦେଖାଯାଇଛି।
ଘଟଣା ସମୟରେ କିଛି ଲୋକ ଏହାକୁ ଭିଡିଓ କରୁଥିବା ଦେଖିବାକୁ ମିଳିଛି ।  ସେମାନେ ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ଏବେ ଭାଇରାଲ ହୋଇ ଚର୍ଚ୍ଚାର କେନ୍ଦ୍ର ପାଲଟିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପଡେଟ୍‌ । ରାଜ୍ୟରେ ଆଉ ନିଯୁକ୍ତି ହେବନି ଚୁକ୍ତି ଭିତ୍ତିକ ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri