ପୋଲିସ ଅଧିକାରୀଙ୍କୁ ଗାଁ ମଝିରେ ଅଟକ ରଖିଲେ ଗ୍ରାମବାସୀ

ପାଟଣାଗଡ଼,୧୭।୭: ଜଣେ ନାବାଳିକାଙ୍କ ମୃତ୍ୟୁର ତଦନ୍ତ ପାଇଁ ଯାଇଥିବା ୭ଜଣ ପୋଲିସ ଅଧିକାରୀଙ୍କୁ ଗ୍ରାମବାସୀ ଅଟକ ରଖିଛନ୍ତି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ବଲାଙ୍ଗୀର ଜିଲା ପାଟଣାଗଡ଼ ଅଞ୍ଚଳରୁ।

ମିଳିଥିବା ସୂଚନା ମୁତାବକୁ, ମାସେ ତଳେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିଲା। ପୂର୍ବରୁ ପରିବାର ଲୋକ ନାବାଳିକାଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରୁ ନ ଥିବା ବେଳେ ହତ୍ୟା ଅଭିଯୋଗ ଆଣିଥିଲେ।

ଏଭଳି ସ୍ଥିତିରେ ଗୁରୁବାର ତଦନ୍ତ ପାଇଁ ଆଇଆଇସିଙ୍କ ସମେତ ୭ଜଣ ପୋଲିସ ଅଧିକାରୀ ତଦନ୍ତ ପାଇଁ ଗାଁରେ ପହଞ୍ଚି ଥିଲେ। ହେଲେ ପୋଲିସର କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ନେଇ ଗ୍ରାମବାସୀ ଉତ୍‌କ୍ଷିପ୍ତ ହୋଇ ମଝି ଗାଁରେ ପୋଲିସ ଅଧିକାରୀଙ୍କୁ ଅଟକ ରଖିଥିଲେ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri