ବୁଦାମୂଳେ ପଡ଼ିଛି ମଲା ଗୋରୁର କଟାଗୋଡ଼

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ): ତାରସିଂ ଥାନା ଅନ୍ତର୍ଗତ ବଦାଙ୍ଗୀରେ ସୋମବାର ଏକ ମଲା ଗୋରୁର କଟାଗୋଡ଼ ବୁଦାମୂଳେ ପକାଇ ଅନ୍ୟ ଅଂଶକୁ କିଏ ନେଇଯାଇଥିବାରୁ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ମଲା ଗୋରୁଟିକୁ କେହି ଖାଇବା ଉଦ୍ଦେଶ୍ୟରେ ନେଇଥିବା ଆଶଂକା କରାଯାଉଛି। ଏହି ଘଟଣାକୁ ଭାଜପା ନେତା ପ୍ରଦୀପ ସାହୁ ନିନ୍ଦା କରିଛନ୍ତି। ବଦାଙ୍ଗୀର ଜଣେ ବ୍ୟକ୍ତିଙ୍କ ଗୋରୁଟି ମରିଯାଇଥିବା ବେଳେ ସେ ତାହାକୁ ପୋତିଦେବା ପାଇଁ ଯୋଗାଡ଼ କରି ଗଲାବେଳକୁ ଗୋରୁ ମୃତଦେହ ନ ଥିଲା। ବୂଦାମୂଳେ କେବଳ କଟା ଗୋଡ଼ ପଡ଼ିଥିଲା। ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଉକ୍ତ ଗ୍ରାମଟି ଥିବା ବେଳେ କିଏ ଗୋରୁ ମାଂସ ନେଲେ ତାହାକୁ ନେଇ ନାନା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼, ଆତ୍ମାହୁତି ଧମକ

କଟକ ସଦର,୨୬ା୧୧(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଗତି ରାଉତ ପାଟଣା ସରପଞ୍ଚଙ୍କ ଘର ଉପରକୁ ମଙ୍ଗଳବାର ରାତିରେ ବୋମାମାଡ଼ ହୋଇଥିବା ଥାନାରେ ଅଭିଯୋଗ…

ସ୍ତ୍ରୀ, ଦେଢ଼ଶାଶୁଙ୍କୁ ହତ୍ୟା ଉଦ୍ୟମ କରି ସ୍ବାମୀ ଗଲେ ଜେଲ୍‌

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଆମ୍ବଗାଁର ଡମ୍ବରୁ ସାହୁ(୪୫)ଙ୍କୁ କେ. ନୂଆଗାଁ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌…

୭ ଦଫା ଦାବି ନେଇ ଅଙ୍ଗନବାଡ଼ି କର୍ମୀ-ସହାୟିକାଙ୍କ ଅନିର୍ଦ୍ଦିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ: ଦାବି ପୂରଣ ନ ହେଲେ…

ବଡ଼ଗାଁ,୨୬।୧୧(ଅଶୋକ ଷଡ଼ଙ୍ଗୀ): ବାରମ୍ବାର ଦାବି ଓ ଆନ୍ଦୋଳନ ସତ୍ତ୍ୱେ ସରକାର ଗୁହାରି ଶୁଣୁ ନ ଥିବା ଅଭିଯୋଗ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ଗୁହାଳେ ପଶି ବାଛୁରୀକୁ ମାରି ଖାଇଲା

ନୂଆପଡ଼ା,୨୬ା୧୧(ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଆମାନାରା ପଞ୍ଚାୟତ ପାଓ୍ବାରତୋଲା ଗାଁର ସଫୁର ସତନାମୀଙ୍କ ଗୁହାଳରୁ ବୁଧବାର ରାତିରେ ଏକ ବାଛୁରୀକୁ କଲରାପତରିଆ ବାଘ ମାରି ଯାଇଛି।…

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ, ଡେଥ୍‌ ସାର୍ଟିଫିକେଟ ପାଇଁ ୭ ହଜାର ଲାଞ୍ଚ ନେଉଥିଲେ

ସମ୍ବଲପୁର,୨୬।୧୧: ସମ୍ବଲପୁର ଜିଲା ଠେମରା CHCର ଜଣେ ସ୍ୱାସ୍ଥ୍ୟକର୍ମୀ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ମୃତ୍ୟୁ ପ୍ରମାଣପତ୍ର ପ୍ରସ୍ତୁତି ପାଇଁ ଫାଇଲ୍‌…

ଶୀତଦାଉରୁ ଅସହାୟଙ୍କୁ ସୁରକ୍ଷା, କମ୍ବଳ ବଣ୍ଟନ କରି…

ବଲାଙ୍ଗୀର,୨୬ା୧୧(ସୁନିଲ କୁମାର ମହାନ୍ତି): ଶୀତଋତୁରେ ଗରିବ ଓ ଅସହାୟ ଲୋକଙ୍କୁ ଶୀତ ଦାଉରୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ‘ସହଯୋଗ ଫାଉଣ୍ଡେଶନ’ ପକ୍ଷରୁ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମର…

ବନ ବିଭାଗକୁ ବଡ଼ ସଫଳତା: ସମ୍ବର ମାଂସ-ଚମଡ଼ା ଜବତ

ଅତାବିରା,୨୬।୧୧(ଯୁଧିଷ୍ଠିର ମହାପାତ୍ର):ଡେବ୍ରିଗଡ଼ ଅଭୟାରଣ୍ୟରେ ବନ୍ୟଜନ୍ତୁ ଶିକାର ଅଭିଯୋଗରେ ବନ ବିଭାଗକୁ ବଡ଼ ସଫଳତା। ବିଦ୍ୟୁତ ଫାଶ ବିଛାଇ ସମ୍ବର ଶିକାର କରିବା ଏବଂ ମାଂସ କାଟି ରଖିଥିବା…

ଆରମ୍ଭ ହୋଇନି ଧାନ କିଣାବିକା, ମଣ୍ଡିରେ ଧାନ ପୂରାଇଲେ ଚାଷୀ

ବରଗଡ଼/ଅତାବିରା, ୨୬।୧୧(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାରେ ଖରିଫ୍‌ ଧାନ ଅମଳ କାର୍ଯ୍ୟ ଜୋର୍‌ ଧରିଛି। ଚାଷୀଙ୍କ କ୍ଷେତ, ଖଳା ସମେତ ବିଭିନ୍ନ ରାସ୍ତାଘାଟରେ ତାହା ପଡ଼ିରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?