ଗୋଟିଏ ପରିବାରର ୫ଜଣଙ୍କୁ ହତ୍ୟା କଲେ ଗ୍ରାମବାସୀ, ଗୁଣି ଗାରେଡିକୁ ନେଇ…

ମାଲକାନଗିରି,୧୫ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡର ସୁକ୍‌ମା ଜିଲାରେ ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ଗ୍ରାମବାସୀ ହତ୍ୟା କରିଛନ୍ତି । ମୃତକଙ୍କ ମଧ୍ୟରେ ୩ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି। ସେମାନେ ହେଲେ ମଉସମ୍‌ କନ୍ନାର, ତାଙ୍କ ସ୍ତ୍ରୀ ମଉସମ୍‌ ବିରି, ପୁଅ ମଉସମ୍‌ ବୁଚା, କର୍କା ଲାଚି ଓ ମାଉସମ୍‌ ଅର୍ଜୋ। ରବିବାର ଗାଁର କେତେକ ଲୋକ ଧାରୁଆ ଅସ୍ତ୍ରରେ ସମସ୍ତଙ୍କୁ ହତ୍ୟା କରିଛନ୍ତି। କୋଣ୍ଟା ଥାନା ଅନ୍ତର୍ଗତ ଇଟାଲ ଗାଁରେ କେତେକ ଲୋକଙ୍କ ମୃତ୍ୟୁକୁ ନେଇ ମଉସମ୍‌ କନ୍ନାର ନାମକ ବ୍ୟକ୍ତିଙ୍କ ପରିବାର ଉପରେ ଗାଁ ଲୋକେ ସନ୍ଦେହ କରିଥିଲେ। ଉକ୍ତ ପରିବାର ଲୋକେ ଗୁଣି ଗାରେଡି କରୁଥିବାରୁ ଲୋକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହକରି କେତେକ ଗ୍ରାମବାସୀ ମଉସମ୍‌ଙ୍କ ଘରେ ପଶି ୩ ଜଣ ମହିଳା ଓ ୨ ପୁରୁଷଙ୍କୁ ହତ୍ୟା କରିଛନ୍ତି। ଖବର ପାଇ କୋଣ୍ଟା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ବେଳେ ସହ ଏଥିରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri