ପ୍ରଧାନଶିକ୍ଷକଙ୍କ ସହିତ ୨ ଶିକ୍ଷୟିତ୍ରୀଙ୍କୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଏହି କାରଣ ପାଇଁ…

ନୀଳଗିରି, ୨୭।୪( ପ୍ରଶାନ୍ତ ବିଶ୍ୱାସ ): ବିଦ୍ୟାଳୟ ଅଫିସରେ ତାଲା, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ସାମଲଙ୍କ ସହିତ ଦୁଇ ଶିକ୍ଷୟତ୍ରୀ ଗୃହବନ୍ଦୀ। ବାଲେଶ୍ବର ଜିଲା ଖନ୍ତାପଡ଼ା ଥାନା ଶାସନପଦା ୟୁଜି ୟୁପି ବିଦ୍ୟାଳୟରେ ଅଫିସ ରୁମରେ ପ୍ରଧାନଶିକ୍ଷକ ସହ ଦୁଇ ଶିକ୍ଷୟିତ୍ରୀଙ୍କୁ ରଖି ତାଲା ପକାଇଛନ୍ତି ଗାଁ ଲୋକେ। ଅଭିଯୋଗ ଅନୁଯାୟୀ, ସ୍କୁଲର ଶିକ୍ଷୟିତ୍ରୀ ଶୁଭସ୍ମିତା ପାଢ଼ିଙ୍କ ବଦଳି ନିକଟରେ ସ୍କୁଲ କମିଟି ଅଜାଣତରେ ହୋଇଥିବା ବେଳେ ସୋମବାର ଅଭିଭାବକ ସମେତ କମିଟି ସଦଶ୍ୟ ପ୍ରଧାନଶିକ୍ଷକଙ୍କୁ ପଚାରିବାକୁ ଆସିଥିଲେ। ହେଲେ ସନ୍ତୋଷଜନକ ଉତ୍ତର ପରିବର୍ତ୍ତେ ପ୍ରଧାନଶିକ୍ଷକ ସଭିଙ୍କୁ ଖରାପ ବ୍ୟବହାର କରିଥିବାବେଳେ ସ୍କୁଲ ଅଫିସ ରୁମରେ ଦୁଇ ଶିକ୍ଷୟିତ୍ରୀଙ୍କ ସମେତ ପ୍ରଧାନଶିକ୍ଷକଙ୍କୁ ତିନିଘଣ୍ଟା ଧରି ତାଲା ପକାଇଛନ୍ତି ଅଭିଭାବକ ସମେତ ଗାଁ ଲୋକେ। ସେପଟେ ଖନ୍ତାପ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା ପରେ ସମାଧାନ ହୋଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri