ବାଲିଚାଲାଣକୁ ନେଇ ଗ୍ରାମବାସୀ – ପୋଲିସ ମୁହାଁମୁହିଁ

ହିଞ୍ଜିଳିକାଟୁ,୨୩ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁରଠାରେ ବାଲି ଚାଲାଣ ନେଇ ଶନିବାର ରାତିରେ ପୋଡ଼ାଜଳା ହୋଇଥିଲା। ବାଲିଚାଲାଣକୁ ବିରୋଧ କରୁଥିବା ଗୋଷ୍ଠୀ ୩ ଟ୍ରକ, ଟ୍ରାକ୍ଟର ଓ ୨ ବାଇକ୍‌ ପୋଡ଼ି ଦେଇଥିଲେ। ପୋଲିସ ପୋଡ଼ାଜଳା ପାଇଁ ଗ୍ରାମର ୫ ଜଣଙ୍କୁ ରାତିରେ ଗ୍ରାମରୁ ଉଠାଇ ଆଣିଥିଲା। ପୋଲିସ କାର୍ଯ୍ୟାନୁଷ୍ଠାନର ପ୍ରତିବାଦରେ ରବିବାର ଶତାଧିକ ଗ୍ରାମବାସୀ ସକାଳ ୮ରୁ ଥାନା ଘେରାଉ କରିଥିଲେ।

ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡ଼ାଇବା ପାଇଁ ମଧ୍ୟାହ୍ନ ୧୨ରେ ପୋଲିସ ଲାଠି ଚାଳନା କରିଛି। ପୋଲିସ ଲାଠି ଚାଳନାରେ ବହୁ ଲୋକ ଆହତ ହେବା ସହ ଛତ୍ରଭଙ୍ଗ ଦେଇଛନ୍ତି। ଅନ୍ୟପକ୍ଷରେ ଘଟଣା ନେଇ ଗ୍ରାମରେ ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମିତିକୁ ଧାନଦେଇ ପ୍ରାପ୍ୟ ପାଉନାହାନ୍ତି ଚାଷୀ: ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ

ଭଣ୍ଡାରିପୋଖରୀ, ୨୯ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନ ୧୧ଟାରେ ନଗୁଆ ସେବା ସମବାୟ ସମିତିର ଶତାଧିକ ଚାଷୀ ସମିତିକୁ...

ପ୍ରକଳ୍ପ ପିଛା ଲକ୍ଷାଧିକ ଆତ୍ମସାତ

ଯାଜପୁର ଅଫିସ,୯ା୨: ସାଧାରଣ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ପାନୀୟ...

ଓଲଟିଲା ପେଟ୍ରୋଲ ଟ୍ୟାଙ୍କର, ରାଜପଥ ୯ ଘଣ୍ଟା ଅଚଳ

ଜୟପୁର,୧୭ା୧୨(ଡି.ଏନ୍‌.ଏ.): ଜୟପୁର-କୋରାପୁଟ ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ପୂର୍ବାହ୍ନ ୬ଟାରେ ଏକ ତେଲ ଟ୍ୟାଙ୍କର ଓଲଟି ପଡ଼ିଛି। ଫଳରେ ସେଥିରୁ ନିର୍ଗତ ପେଟ୍ରୋଲ...

ଆବାସ ଯୋଜନା ଟଙ୍କା ପାଇଁ ବଚସା: ପୁଅ ଠେଙ୍ଗା ମାଡ଼ରେ ବାପା ମୃତ

ବାରିପଦା ଅଫିସ,୨୨।୨: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଧୀନ ଡୋଭାଗାଁ ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି...

ଆଜି ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର,୧୨ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶୁକ୍ରବାର ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲାଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୪ଟି ଗେଟ୍‌...

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ...

ପାରଳାଖେମୁଣ୍ଡି ଉପକାରାଗାରରେ ପଶିଲା କରୋନା

ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ...

ବଅଁରପାଳରେ ଭାରତ ବନ୍ଦ ପ୍ରଭାବ: ୫୫ନଂ. ଏନ୍‌ଏଚ୍‌ ଅବରୋଧ

ବଅଁରପାଳ,୨୩।୨(ଡି.ଏନ୍‌.ଏ.): ଭୀମ ଆର୍ମି ପକ୍ଷରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ବିରୋଧୀ ରାୟ ଓ କେନ୍ଦ୍ର ସରକାରଙ୍କ ଏନ୍‌ପିଆର,...

Advertisement
Archives

Model This Week