ଭୋଟର କାର୍ଡ ସଂଶୋଧନ ପାଇଁ ଯାଇଥିବାବେଳେ ବିଏଲଓଙ୍କୁ ଠେଲାପେଲା କଲେ ଗାଁ ଲୋକେ, ତହସିଲଦାର ପହଞ୍ଚି….

ପାଟଣା,୪।୬(ବୀର କିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଥାନା ବେଗନା ଗାଁରେ ଭୋଟର କାର୍ଡ ଠିକଣା ସଂଶୋଧନକୁ ନେଇ ଗୁରୁବାର ତିବ୍ର ଉତ୍ତେଜନା ଦେଖାଦେଇଛି । ଏସ୍‌ଆଇଆର୍ କାର୍ଯ୍ୟରେ ଯାଇଥିବା ବିଏଲ୍ଓ ସଦାଶିବ ସେଠୀଙ୍କୁ ଗ୍ରାମବାସୀମାନେ ଅଟକ ରଖିବା ସହ ଠେଲାପେଲା କରିଥିବା ଅଭିଯୋଗ ହୋଇଛି ।

ବେଗନା ଗ୍ରାମର ୩ଶହରୁ ଉର୍ଦ୍ଧ୍ବ ଲୋକଙ୍କ ନାମ ସରସ୍ଵତୀ ପଡା ଗାଁର ଭୋଟର ତାଲିକାରେ ରହିଛି । ଏହାକୁ ନେଇ ଗ୍ରାମବାସୀମାନେ ତୀବ୍ର ଆପତ୍ତି ଜଣାଇଥିଲେ ଏବଂ ତୁରନ୍ତ ଠିକଣା ସଂଶୋଧନ ଦାବି କରି ବିଏଲ୍ଓ ସଦାଶିବ ସେଠୀଙ୍କୁ ଗ୍ରାମବାସୀମାନେ ଅଟକ ରଖିବା ସହ ଠେଲାପେଲା କରିଥିଲେ । ଘଟଣା ସ୍ଥଳରେ ସାହାରପଡା ତହସିଲଦାରଙ୍କ ସହ ପାଟଣା ପୋଲିସ ପହଞ୍ଚି ବିଏଲଓ ଙ୍କୁ ଉଦ୍ଧାର କରି ଘଟଣା ତଦନ୍ତ କରିବା ସହ ଲୋକଙ୍କୁ ବୁଝାସୁଝା କରୁଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri