ଡିଆରଡିଏ କାର୍ଯ୍ୟାଳୟ ଘେରାଉ କଲେ ଗାଁ ସାଥୀ

କେନ୍ଦୁଝର,୭।୧(ସ୍ବ.ପ୍ର.): ମହାତ୍ମାଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟ ସମ୍ପାଦନ ପାଇଁ ନିୟୋଜିତ ଗାଁ ସାଥୀ (ମେଟ୍‌)ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଗୁରୁବାର ଗାଁ ସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି, ଓଡ଼ଶା ପକ୍ଷରୁ ୨୩ ଦଫା ଦାବି ନେଇ ଘେରାଉ କରାଯିବା ସହ ସ୍ମାରକପତ୍ର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ପ୍ରଦାନ କରାଯାଇଛି। ପଞ୍ଚାୟତିରାଜ ବିଭାଗ ଆଦେଶ କ୍ରମେ ମାସିକ ଅନୂ୍ୟନ ୧୦ ଦିନ ମନରେଗା ପ୍ରକଳ୍ପ କାର୍ଯ୍ୟର ଉଚିତ ସରକାରୀ ପ୍ରାପ୍ୟ ପ୍ରଦାନ, ମନରେଗାରୁ ମିଡିଲମ୍ୟାନ ଓ ଭେଣ୍ଡର ବ୍ୟବସ୍ଥା ଉଚ୍ଛେଦ, କାମ କରି ପାଇ ନ ଥିବା ମେଟ୍‌ମାନଙ୍କୁ ଚିହ୍ନଟ କରି ସେମାନଙ୍କ ବକେୟା ପ୍ରାପ୍ୟ ଆକାଉଣ୍ଟରେ ଜମା କରିବା ଆଦି ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ଜିଲାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ: କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା ହେଲା ସାନତ୍ରିଲୋଚନପୁର ଓ ସଇପୁର

ଯାଜପୁର ଅଫିସ,୧୪।୪: ରାଜ୍ୟରେ ଚିହ୍ନଟ ହୋଇଥିବା ୫୬ ନମ୍ବର କରୋନା ଆକ୍ରାନ୍ତ ଯାଜପୁର ଜିଲା ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମର। ଏ ନେଇ...

ଇଞ୍ଜେକ୍‌ଶନ୍‌ ନେଇ ରୋଗୀଙ୍କ ମୃତ୍ୟୁ

ପାରାଦୀପ,୨୯।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗ୍ରାମରେ ସୋମବାର ଏକ ଔଷଧ ଦୋକାନରୁ ଇଞ୍ଜେକଶନ୍‌ ନେବା ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ବ୍ୟବସାୟୀଙ୍କଠାରୁ ୩.୭ ଲକ୍ଷ ଲୁଟ ପଛରେ ଗାଡ଼ି ଡ୍ରାଇଭର

ଗଞ୍ଜାମ,୧୩।୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କଠାରୁ ହୋଇଥିବା ଲକ୍ଷାଧିକ ଟଙ୍କା ଲୁଟ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ବ୍ୟବସାୟୀଙ୍କ ପିକ୍‌ଅପ୍‌...

ଶଶୁର ଘରେ ନିଆଁ ଲଗାଇ ଜ୍ୱାଇଁ ଫେରାର

କଳିଙ୍ଗନଗର,୧୯ା୧୦(ଡି.ଏନ୍‌.ଏ.): ଦାନଗଦୀ ଫାଣ୍ଡି ଅର୍ନ୍ତଗତ ଓଳଲ ପଞ୍ଚାୟତରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟଣା ଘଟିଛି। ଏହି ଗ୍ରାମରେ ଘର ଜୋୟାଁ ରୁହୁଥିବା ଜଣେ ଯୁବକ ଶଶୁର...

ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ

ସମ୍ବଲପୁର,୨୬।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଦନ୍ତିରି ଗ୍ରାମର ଜଣେ ବ୍ୟକ୍ତିଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଶ ଡୁଙ୍ଗଡୁଙ୍ଗ(୫୦)। ନୂଆଶ ବିଲକୁ ଧାନ କାଟିଯାଇଥିବା...

ସରୁନି ଅଙ୍ଗନୱାଡି ଗୃହ ନିର୍ମାଣ

ଭଦ୍ରକ ଅଫିସ,୯।୨- ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ୩ ରୁ ୬ବର୍ଷର ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଓ ଶିକ୍ଷା ପ୍ରତି ମନୋନିବେଶ...

ତ୍ରିବେଣୀ ସଙ୍ଗମ ଗାଉଛି ଗାନ୍ଧିବାଦର ଗୀତ

ଆରଡ଼ି,୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ନିକଟସ୍ଥ ଶାସନଠାରେ ବୈତରଣୀର ୨ ଜଳ ଧାର ଓ କୋଚିଳା ନଦୀର ସଙ୍ଗମ ସ୍ଥଳ। ୧୯୪୮ ଫେବୃୟାରୀରେ ଜାତିର...

୪ ମାସ ତିଷ୍ଠିଲାନି ପ୍ରେମ ବିବାହ

ରାଜନଗର,୩୦ା୬: ବିବାହକୁ ୪ ମାସ ପୁରି ନ ଥିବା ବେଳେ ଜଣେ ନବବଧୂଙ୍କୁ ଶାଶୁଘର ଲୋକେ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ସହ ତଣ୍ଟି...

Advertisement
Archives

Model This Week