ଦନ୍ତା ହାତୀର ମୃତ୍ୟୁକୁ ନେଇ ଗ୍ରାମବାସୀଙ୍କ ସନ୍ଦେହ

ଆନନ୍ଦପୁର,୨୯।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ସୀମାନ୍ତ ମୟୂରଭଞ୍ଜ ଜିଲା ଶାଳଚୁଆ ଫୁଟବଲ ପଡ଼ିଆ ପାଖ ଜଙ୍ଗଲରେ ମଙ୍ଗଳବାର ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହେଲେ ହାତୀମୃତ୍ୟୁକୁ ନେଇ ଗ୍ରାମବାସୀ ସନ୍ଦେହ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ସକାଳ ପ୍ରାୟ ୭ଟା ବେଳେ ଏକ ଦନ୍ତା ହାତୀ ଜଙ୍ଗଲ ପାଖ ଏକ ପୋଖରୀରେ ପାଣି ପିଉଥିଲା। ପରେ ହାତୀଟି ପୋଖରୀରୁ ବାହାରି ରାସ୍ତା ଉପରକୁ ଆସି ପଡିଯାଇଥିଲା l ଏହା ଦେଖି ଲୋକେ ହୋହଲ୍ଳା କରିବାରୁ ହାତୀ ସେଠାରୁ ଉଠି ଜଙ୍ଗଲ ପାଖକୁ ଯାଇଥିଲା। ହେଲେ ହାତୀ ସେଠାରେ ପୁଣି ପଡିଯାଇଥିଲା।

ଖବର ପାଇ ସତକୁସିଆ ସେକ୍ସସନ, ଶାଳଚୁଆ ବନକର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ କରଞ୍ଜିଆ ଏସିଏଫ ମଦନ ମୋହନ ମହାନ୍ତ ପହଞ୍ଚି ଘଟଣାର ଅନୁଧ୍ୟାନ କରିଥିଲେ। ହେଲେ ହାତୀର ମୃତ୍ୟୁ ଘଟିଥିବା ଜଣାପଡିଥିଲ। ଅନ୍ୟପକ୍ଷେ ହାତୀ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ତଦନ୍ତ ଦାବି କରିଛନ୍ତି। ହାତୀର ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍କଣ୍ଡି ବେଳାଭୂମିରେ ମାରି ଫିଙ୍ଗି ଦେଲେ! ବେକରେ କଟା ଚିହ୍ନ, ଗୋଳନ୍ଥରା ପୋଲିସର ଛାନଭିନ ଆରମ୍ଭ

ଗୋପାଳପୁର, ୧୬।୫(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ମାର୍କଣ୍ଡି ସମୁଦ୍ର ବେଳାଭୂମିରୁ ଜଣେ ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଶୁକ୍ରବାର ସାରେ ଠାବ କରିଛି ।...

ସହି ହେଲାନି ଯନ୍ତ୍ରଣା, ମହାଦେବ ମନ୍ଦିରରେ ରଶି ଲଗାଇ ଝୁଲି ପଡ଼ିଲେ ମହିଳା

ଯୋଗେଶ୍ୱରପୁର,୧୬।୫(ରଶ୍ମିରଞ୍ଜନ ସାହୁ): ଜଣେ ମହିଳା ରୋଗର ଯନ୍ତ୍ରଣା ସହି ନ ପାରି ଏକ ମହାଦେବ ମନ୍ଦିରରେ ବେକରେ ରସି ଲଗାଇ ଗୁରୁବାର ବିଳମ୍ବିତ ରାତିରେ ଆତ୍ମହତ୍ୟା...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ପ୍ରତିଷ୍ଠା ଦାବି: ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ):  ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ସହ ଥାନା ପ୍ରତିଷ୍ଠା ଦାବିରେ ଶୁକ୍ରବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସରେ ୬ ଘଣ୍ଟିଆ ବନ୍ଦ ପାଳନ ହୋଇଯାଇଛି...

ରାସ୍ତା ମରାମତି ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ଦିଗପହଣ୍ଡି,୧୬। ୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ୩୨୬ ନଂ ଜାତୀୟ ରାଜପଥ ସାନଖେମୁଣ୍ଡି ବ୍ଳକ ଚୁଡଙ୍ଗପୁର ଗ୍ରାମର ମୁଖ୍ୟ ରାସ୍ତାରେ...

ଚାଲିବ ଯୁଦ୍ଧ, ଦୁଇ ଘଣ୍ଟାରୁ କମ୍‌ ସମୟରେ ହିଁ ଶେଷ ହୋଇଗଲା…

ଇସ୍ତାନବୁଲ୍‌,୧୬ା୫ : ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଥିବାବେଳେ ୨ ଦେଶର ପ୍ରତିନିଧି ତୁର୍କୀର ଇସ୍ତାନବୁଲ୍‌ରେ ଶୁକ୍ରବାର ପ୍ରଥମ...

ଆଇସକ୍ରିମ୍‌ କିଣି ଘରକୁ ଫେରୁଥିଲେ କୁନି ଝିଅକୁ ଧକ୍କା ଦେଲା ବାଇକ୍‌, ପରେ…

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମ ମିଲ ସାହିର ୨ୟ ଶ୍ରେଣୀ ଛାତ୍ରୀ ସିଏଚ୍‌.ପ୍ରିୟଙ୍କା ପାତ୍ର(୬) ବାଇକ (ଓଡ଼ି୦୭ ଏ...

ଯୁଦ୍ଧକୁ ନେଇ ବଡ଼ ଘୋଷଣା କଲା ପାକିସ୍ତାନ, କହିଲା ମେ ୧୮ ପରେ ଭାରତ ସହ…

ଇସଲାମବାଦ,୧୬।୮: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ମେ ୧୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ଏହାରି ଭିତରେ ପାକିସ୍ତାନର ବଡ଼ ବୟାନ ସାମ୍ନାକୁ ଆସିଛି।...

ମାମୁଁଘରକୁ ବୁଲି ଆସିଥିଲେ, ନାବାଳିକାଙ୍କୁ ଅପହରଣ କରିନେଲେ; ଅଭିଯୁକ୍ତଙ୍କୁ ଖୋଜୁଛି ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri