ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ କରିଛନ୍ତି । ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ଘସିପୁରା ବ୍ଲକ୍ ଦରଡି଼ପାଳ ପଞ୍ଚାୟତ ଜଳସୁଆଁ ଗାଁରୁ ଆସିଛି ।

ଶନିବାର ସ୍ଥାନୀୟ କୁଶେଇ ନଦୀରେ ବୁଡ଼ ପକାଇ ଆଗାମୀ ଦିନରେ ମଦ ଛୁଇଁବେ ନାହିଁ ବୋଲି ସମ୍ପୃକ୍ତ ବ୍ୟକ୍ତିମାନେ ଠାକୁରଙ୍କ ପାଖରେ ଶପଥ ନେଇଛନ୍ତି । ନଦୀରେ ବୁଡ଼ ପକାଇବା ପରେ ସମ୍ପୃକ୍ତ ବ୍ୟକ୍ତିମାନେ ସ୍ଥାନୀୟ ଜଳେଶ୍ଵର ଶିବମନ୍ଦିର ସମ୍ମୁଖରେ ପୂଜକ ଶ୍ରୀଧର ମହାପାତ୍ରଙ୍କ ତତ୍ତ୍ବାବଧାନରେ ଶପଥ ପାଠ କରିଥିଲେ ।

ଜଳସୁଆଁ ଗାଁ କିପରି ସମ୍ପୂର୍ଣ୍ଣ ମଦମୁକ୍ତ ହୋଇପାରିବ ସେଥିପାଇଁ ଘରକୁ ଘର ବୁଲି ଲୋକଙ୍କୁ ବୁଝାଇବେ ବୋଲି କହିଛନ୍ତି। ମଦ ବିରୋଧରେ ସମସ୍ତେ ଏକାଠି ହେବାକୁ ନାରା ଦେଇଛନ୍ତି । ମଦ ଛାଡ଼ିବାକୁ ଏଭଳି ଦୃଢ଼ ନିଷ୍ପତ୍ତ ନେଇଥିବା ବ୍ୟକ୍ତିମାନେ ଗାଁର ସଞ୍ଜୟ ଜେନା, କୃଷ୍ଣଚନ୍ଦ୍ର କୁଅଁର, ହାଡ଼ିବନ୍ଧୁ ରାଉତ, ରଞ୍ଜନ ରାଉତ, ସନାତନ ନାୟକ, ଚଗୁଲୁ ବେହେରା, କେଶବ ଚନ୍ଦ୍ର ସାହୁ, ଗଣେଶ୍ବର ସାହୁ, ସନ୍ତୋଷ ବିହାରୀ ପ୍ରମୁଖ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri