ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି ।

ସୂଚନା ଅନୁସାରେ, ୪ ଦିନ ହେଲା ଅଞ୍ଚଳ ଅନ୍ଧାରରେ ରହିଥିଲା । ଏହାକୁ ନେଇ ଗ୍ରାମବାସୀ କ୍ରୋଧରେ ରହିଥିଲେ । କର୍ମଚାରୀ ମରାମତି ପାଇଁ ଆସିଥିବା ବେଳେ ଗ୍ରାମବାସୀ ତାଙ୍କୁ ଗଛରେ ବାନ୍ଧି ଦେଇଥିଲେ । କାଳବୈଶାଖୀ ଯୋଗୁଁ ଗତ ସୋମବାର ଠାରୁ ଅନ୍ଧାରରେ ଅଛନ୍ତି ଗ୍ରାମବାସୀ। ବିଭାଗୀୟ ଯନ୍ତ୍ରୀଙ୍କୁ ଡାକିବା ସହିତ ତୁରନ୍ତ ମରାମତି ପାଇଁ ଦାବି ହୋଇଛି । ଏହିପରି ଜିଲାରେ ଅନେକ ଜାଗାରେ ଲେକେ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି , ଯେତେ ଅଭିଯୋଗ କରିଲେ ମଧ୍ୟ ବିଦ୍ୟୁତ ବିଭାଗ ଖାମଖିଆଲି ମନୋଭାବ ଯୋଗୁଁ ଜନସାଧାରଣ ଏମିତି ଗରମରେ ଛଟ ଫଟ ହେଉଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri