୧୩ ମାସ ହେଲା ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ, ସମାଧାନ ନ ହେଲେ ଆନ୍ଦୋଳନ କରିବାକୁ ଗ୍ରାମବାସୀଙ୍କର ଚେତାବନୀ

ଛତ୍ରପୁର, ୧୭।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ବ୍ଲଳ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି। ଫଳରେ ଗର୍ଭବତୀ, ଶିଶୁମାନେ ବିଶେଷ ପ୍ରଭାବିତ ହୋଇଛନ୍ତି । ଖାଦ୍ୟ ଯୋଗାଣ ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ପରୀକ୍ଷା, ଔଷଧ ବଣ୍ଟନ, ପାଠପଢ଼ା ଓ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଦୀର୍ଘ ମାସ ହେଲା ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀଙ୍କ ମଧ୍ୟରେ ଚାଲିଥିବା ବିବାଦ ଯୋଗୁ ଗର୍ଭବତୀ ଓ ଶିଶୁମାନେ ସମସ୍ୟା ଦେଇ ଗତି କରୁଛନ୍ତି । ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ୯ ମାସ ହେଲା ବନ୍ଦ ରହିବା ପରେ ୩ ମାସ ହେଲା କେବଳ ଖାଦ୍ୟ କେନ୍ଦ୍ରର ସହାୟିକାଙ୍କ ଦ୍ୱାରା ବଣ୍ଟନ ହେଉଥିଲା ତାହା ମଧ୍ୟ ପୁଣି ବନ୍ଦ ହୋଇଯାଇଛି । ୪ ତାରିଖରେ ଜିଲା ସମାଜ ମଙ୍ଗଳ ବିଭାଗ ଦ୍ୱାରା ଗାଁରେ ବୈଠକ ହୋଇଥିଲା। ଏହାସତ୍ତ୍ୱେ ସମସ୍ୟା ସମଧାନ ନ ହେବାରୁ ସୋମବାର ଗ୍ରାମବାସୀ ଛତ୍ରପୁର ଆସି ଜିଲାପାଳ ଅନୁପସ୍ଥିତ ଥିବାରୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଭେଟି ଏସମ୍ପର୍କରେ ଆଲୋଚନା କରିଥିଲେ। ଏ ନେଇ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ସମାଜ ମଙ୍ଗଳ ଅଧିକାରୀ ବୁଧବାର ପର୍ଯ୍ୟନ୍ତ ସମୟ ମାଗିଛନ୍ତି। ଗାଁର ଭଦ୍ରବ୍ୟକ୍ତି ଜତିରାଜ ପ୍ରଧାନ କହିଛନ୍ତି, ଏସମ୍ପର୍କରେ ପୂର୍ବରୁ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ଜିଲାପ୍ରଶାସନ, ଜିଲା ସମାଜ ମଙ୍ଗଳ ଅଧିକାରୀ ଓ ସିଡିପିଓଙ୍କୁ ଜଣାଇଥିଲୁ । ଏବେ ୨ ଦିନ ସମୟ ମଗାଯାଇଛି ସମସ୍ୟା ସମାଧାନ ନ ହେଲେ ଗୁରୁବାର ଆଇନର ଆଶ୍ରୟ ନେବୁ ଏବଂ ଗ୍ରାମବାସୀ ରାଜରାସ୍ତାରେ ଆନ୍ଦୋଳନ କରିବୁ ବୋଲି ସେ ଚେତାବନୀ ଦେଇଛନ୍ତି । ସିଡିପିଓ ଘଣ୍ଟ ଘୋଡାଉ ଥିବା
ନେଇ ଗାଁ ସଭାପତି ଅଶୋକ କୁମାର ସ୍ବାଇଁ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri