ହାତୀ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଗ୍ରାମବାସୀଙ୍କୁ ସଚେତନ କଲା ବନ ସୁରକ୍ଷା ସମିତି

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ବିଭାଗ ଅନ୍ତର୍ଗତ କୁର୍ଲୁପଡ଼ା ବନସୁରକ୍ଷା ସମିତି ପକ୍ଷରୁ ହାତୀ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସମିତିର ସମ୍ପାଦକ ତଥା ବନପାଳ ଯଶୋବନ୍ତ ନାଏକଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଦୁଇଦିନ ଧରି ହାତୀପଲ ବଗାଡ଼, ଡୁମେରମୁଣ୍ଡା, ପରଲସିଙ୍ଗା ଅଞ୍ଚଳକୁ ସନ୍ଧ୍ୟାରେ ବଜ୍ରଗଡ଼ ଜଙ୍ଗଲ ଆସୁ ଥିବାରୁ ଦୁଇଦିନ ଧରି ରାତିରେ ଜଙ୍ଗଲ ବିଭାଗର ନିର୍ଦ୍ଦେଶରେ ବିଦ୍ୟୁତ୍‌ କାଟ କରୁ ଥିବାରୁ ବାଲସି, ପରଲସିଙ୍ଗା, ଶିରୋଲ ଆଦି ୩ ପଞ୍ଚାୟତରେ ରାତି ୧୦ଟାରୁ ସକାଳ ୭ଟା ଯାଏ ବିଦ୍ୟୁତ କାଟ୍‌ କରାଯାଉଛି। ସେଥିପାଇଁ ବନ ବିଭାଗର ବନପାଳ ଯଶୋବନ୍ତ ନାଏକ କେସିଙ୍ଗା ବନ ବିଭାଗ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମରେ ବନ ସୁରକ୍ଷା ସମିତିର କର୍ମକର୍ତ୍ତାଙ୍କୁ ନେଇ ଏକ ସଚେତନତା ସଭା ଅନୁଷ୍ଠିତ କରାଯାଇଛି। ଯେଉଁ ଅଞ୍ଚଳରେ ହାତୀପଲ ଆସିଲେ ତୁରନ୍ତ ବନ ବିଭାଗକୁ ସୂଚନା ଦେବାକୁ ଜନସାଧାରଣଙ୍କ ସହ ସଭା କରାଯାଇ ସଚେତନତା କରାଯାଉଛି। ପ୍ରବଳ ଗ୍ରୀଷ୍ମପ୍ରବାହରେ ବନ୍ୟଜନ୍ତୁ ଓ ନିଆଁ ଦାଉରୁ କିପରି ଜଙ୍ଗଲ ସୁରକ୍ଷା କରାଯିବ ସେ ବିଷୟରେ ବିସ୍ତୃତ ଭାବେ ବନପାଳ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri