ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ

ପୁରୀ ଅଫିସ, ୩।୪: ଶ୍ରୀମନ୍ଦିର ରୋଷ ଘରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତ ପାଇଁ ରୋଷ ଘରେ ୧୦୦ ଚୁଲିରୁ ଅଧିକ ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଏଥିରେ ୭ଟି କୋଠ ଭୋଗ ଚୁଲି ସମେତ ପାଖାପାଖି ୧୦୦ ଚୁଲି ରହିଥିବା ଜଣାପଡ଼ିଛି। କେବେଳ ଚାବି ପଡି ରହିଥିବା ଉତ୍ତରପାଶର୍‌ବ ଚୁଲି , ଏମାର ଚୁଲି, ଓଡ଼ିଆ ଚୁଲି ସୁରକ୍ଷିତ ରହିଛି । ବାକି ଅନ୍ୟ ସମସ୍ତ ଟୁଲି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି । ଶନିବାର ଭୋରୁ ଚୁଲିଗୁଡିକ ଭାଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । କିଏ ଓ କାହିଁକି ଏପରି କରିଛନ୍ତି ସେ ନେଇ ତଦନ୍ତ କରି ଦୋଷୀଙ୍କୁ ଦଣ୍ଡ ଦେବାକୁ ସାଧାରଣରେ ଦାବି ହୋଇଛି । ସେପଟେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି । ଜିଲାପାଳ ସମର୍ଥ ବର୍ମା ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନଗର ଓ ବମିଖାଲ କରୋନା ରୋଗୀଙ୍କର ରହିଛି ରାଜ୍ୟ ବାହାର ଲିଙ୍କ

ଭୁବନେଶ୍ୱର, ୪।୪(ବ୍ୟୁରୋ): ସୂର୍ଯନଗର ଓ ବମିଖାଲ କରୋନା ରୋଗୀଙ୍କ ଟ୍ରାଭେଲ ହିଷ୍ଟ୍ରି ଲିଙ୍କ ବାହାରିଛି। ଉଭୟ ମାମଲାରେ ଆକ୍ରାନ୍ତଙ୍କ ରାଜ୍ୟ ବାହାର ଲିଙ୍କ ବାହାରିଛି। ସୂର୍ଯ୍ୟନଗରରେ...

ସୁନ୍ଦରଗଡ଼ ଜିଲାରେ ଶାନ୍ତିଶୃଙ୍ଖଳା ସହ ମାଟ୍ରିକ ପରୀକ୍ଷା : ମାତୃଭାଷା ପରୀକ୍ଷାରେ କପିକରି ଧରାପଡିଲେ ୫ ପରୀକ୍ଷାର୍ଥୀ

ସୁନ୍ଦରଗଡ଼, ୨୦।୨ (ଡି.ଏନ୍‌.ଏ) -ଚଳିତ ବର୍ଷର ହାଇସ୍କୁଲ ସାର୍ଟିଫିକେଟ (ମାଟ୍ରିକ) ପରୀକ୍ଷା ବୁଧବାର ଠାରୁ ଆରମ୍ଭ ହୋଇଛି। ସକାଳ ସାଢେ ୬ଟା ରୁ ସାଢେ ୮ଟା...

ବଲାଙ୍ଗୀରରେ ଜାରିହେଲା ଦୁଇଦିନିଆ ଶଟ୍‌ଡାଉନ୍

ବଲାଙ୍ଗୀର ଅଫିସ,୬ା୬: କରୋନା ସଂକ୍ରମଣ ରୋକିବା ଲାଗି ସରକାର ରାଜ୍ୟର ୧୧ଟି ଜିଲାରେ ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି...

ନଦୀଘାଟରେ ବେଆଇନ ବାଲି ଚୋରା ଚାଲାଣକୁ ପ୍ରଶାସନ ପକ୍ଷରୁ ଚଢାଉ

ମୋରଡା,୯।୬(ଡି.ଏନ.ଏ): ବେଆଇନ ବାଲି ଚୋରା ଚାଲାଣକୁ ଚଢାଉ କରିଛି ମୋରଡା ପ୍ରଶାସନ। ସୂଚନାଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରୁ ଶୁକ୍ରବାର ସକାଳ ଯାଏଁ ଉକ୍ତ ନଦୀଘାଟରେ ୨ଟି...

ଚିତ୍ରକୋଣ୍ଡା ଡାକ୍ତରଖାନା: ଏଣିକି ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ପାଇବେ ରୋଗୀ

ଚିତ୍ରକୋଣ୍ଡା,୨ା୧(ଡି.ଏନ.ଏ.)- ଚିତ୍ରକୋଣ୍ଡାସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ନିର୍ମଳ ଯୋଜନାରେ ବୁଧବାର ପ୍ରଥମ କରି ରୋଗୀମାନଙ୍କୁ ଭିନ୍ନ ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ବ୍ୟବହାର ପାଇଁ ପ୍ରଦାନ କରାଯାଇଛି। ପୂର୍ବରୁ...

କୋରାପୁଟରେ ପ୍ରବଳ ବର୍ଷା: ୩ ଦିନରେ ଭାଙ୍ଗିଲାଣି ୧୩୪ ଘର

କୋରାପୁଟ,୧୦ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ବର୍ତ୍ତମାନ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଗତ ୩ ଦିନରେ ଜିଲାରେ ମୋଟ୍‌ ୧୩୪ଟି ଘର ଭାଙ୍ଗି ଯାଇଥିବା ବୁଧବାର ଜିଲା...

ପାର୍ବଣ ସୁରକ୍ଷା ପାଇଁ ୧୫ ଦିନିଆ ସ୍ପେଶାଲ ଡ୍ରାଇଭ୍‌

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ପାର୍ବଣ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି କମିଶନରେଟ ପୋଲିସ। ଏଥିପାଇଁ ୧୫ଦିନିଆ ସ୍ପେଶାଲ ଡ୍ରାଇଭ୍‌ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଦାଦାବଟି, ଲୁଟ,...

ପଞ୍ଚାୟତ କାର୍ଯ୍ୟାଳୟ ସ୍ଥାନ ନିରୂପଣ ଦାବିରେ ଅନଶନ

ବନ୍ତ,୫।୩(ସ୍ବ.ପ୍ର.): ଭଦ୍ରକ ଜିଲା ଚାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ଦାବିରେ ଚକ୍ରାପାଢ଼ୀ ଗ୍ରାମବାସୀ ଗୁରୁବାର ଅନଶନରେ ବସିଛନ୍ତି। ଚକ୍ରାପାଢ଼ୀ ଉଚ୍ଚ...

Advertisement
Archives

Model This Week