Posted inଖେଳ

ସେମିଫାଇନାଲରେ ଭିନେଶ ଫୋଗଟ

ନୂଆଦିଲ୍ଲୀ, ୦୬।୦୮: ପ୍ରି-କ୍ୱାର୍ଟରରେ ବିଶ୍ୱ ଚାମ୍ପିୟନଙ୍କୁ ହରାଇବା ପରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ କରି ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଭିନେଶ ଫୋଗଟ। କ୍ଵାଟର ଫାଇନାଲରେ ସେ ୟୁକ୍ରେନର ଓକସାନା ଲିଭଚାଙ୍କୁ ୭-୫ରେ ହରାଇ ସେମିକୁ ଉନ୍ନୀତ ହୋଇଛନ୍ତି। ଏବେ ଭିନେଶ ୯ ଟା ୪୫ ମିନିଟ ସମୟରେ ସେମିଫାଇନାଲ ମ୍ୟାଚ୍ ଖେଳିବେ।

ଏହା ପୂର୍ବରୁ ପ୍ରି-କ୍ୱାର୍ଟର ଫାଇନାଲରେ ଷ୍ଟାର ଇଣ୍ଡିଆନ୍ ରେସଲର ଭିନେଶ ଫୋଗାଟଙ୍କ ଚମତ୍କାର ପ୍ରଦର୍ଶନ କରିଥିଲେ। ଅଲିମ୍ପିକ୍ ଚାମ୍ପିଅନ୍ ତଥା ଚାରିଥର ବିଶ୍ୱ ଚାମ୍ପିଅନ୍ ୟୁୟୁ ସୁସାକିଙ୍କୁ3-2 ରେ ପରାସ୍ତ କରି ବଡ ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ଏହି ପରାଜୟ ପୂର୍ବରୁ ସୁସାକି ତାଙ୍କର ଲମ୍ବା ଅନ୍ତର୍ଜାତୀୟ ଖେଳ ଜୀବନରେ ଗୋଟିଏ ହେଲେ ମ୍ୟାଚ୍ ହାରି ନ ଥିଲେ।

କୁହାଯାଉଥିଲା କି ପ୍ରଥମ ରାଉଣ୍ଡ ପାର କରିବା ଭିନେଶଙ୍କ ପାଇଁ କଷ୍ଟକର ହେବ, କାରଣ ତାଙ୍କର ଏହି ମୁକାବିଲା ଏପରି ଖେଳାଳିଙ୍କ ସହିତ ଥିଲା ଯିଏ ଟୋକିଓ ଅଲମ୍ପିକ୍ସରେ ବିନା କୌଣସି ପଏଣ୍ଟ ହରାଇ ସ୍ବର୍ଣ୍ଣ ପଦକ ଜିତିଥିଲେ। କିନ୍ତୁ ଭିନେଶ ଫୋଗଟ୍ ଦୃଢ ଆତ୍ମା ବିଶ୍ୱାସ ସହିତ ପ୍ରଦର୍ଶନ କରି ପୁରା ମ୍ୟାଚ୍ ମୋଡ ବଦଳାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri