Posted inଖେଳ

‘ବ୍ୟବସ୍ଥା ଆଗରେ ହାରି ଯାଇଥିଲେ ଭିନେଶ’

ପ୍ୟାରିସ୍‌,୭ା୮(ପି.ଟି.): ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ୫୦ କିଗ୍ରା ମହିଳା କୁସ୍ତି ଇଭେଣ୍ଟର ସେମି ଫାଇନାଲରେ ପହଞ୍ଚିବା ପରେ ଭିନେଶ ଫୋଗଟଙ୍କୁ ନେଇ ଟୁଇଟ୍‌ କରିଛନ୍ତି ବଜରଙ୍ଗ ପୁନିଆ। ୨୯ ବର୍ଷୀୟ ଭିନେଶ ବିଶ୍ୱରେ ନିଜ ବିଜୟର ଧ୍ୱଜା ଉଡାଇଛନ୍ତି ସତ ମାତ୍ର ଦେଶର ବ୍ୟବସ୍ଥା ତାଙ୍କୁ ହରାଇ ଦେଇଛି ବୋଲି ବଜରଙ୍ଗ ଏକ୍ସରେ ଲେଖିଛନ୍ତି। କ୍ରମାଗତ ମ୍ୟାଚ୍‌ ଜିତି ସେମି ଫାଇନାଲରେ ପ୍ରବେଶ କରିବା ପରେ ଭାରତର ଗର୍ବ ଭିନେଶଙ୍କ ଉଦ୍ଦେଶ୍ୟରେ ଟୁଇଟ୍‌ କରିଥିଲେ ବଜରଙ୍ଗ। ୪ ଥର ବିଶ୍ୱ ଚାମ୍ପିୟନ ତଥା ବର୍ତ୍ତମାନର ଅଲିମ୍ପିକ୍ସ ଚାମ୍ପିୟନ ୟୁଇ ସୁସାକି ଓ ୟୁକ୍ରେନ୍‌ର ଓକସାନା ଲିଭାଚ୍‌ଙ୍କୁ ହରାଇ ସେମିରେ ପ୍ରବେଶ କରିଥିଲେ ଭିନେଶ।
ସିଂହୀ ପରି ଲଢେଇ କରିଥିବା ଭିନେଶ ପ୍ୟାରିସ୍‌ ବକ୍ଷରେ ବିଜୟର କାହାଣୀ ଲେଖିଛନ୍ତି। ମାତ୍ର ଏହି ଝିଅକୁ କିଛି ମାସ ତଳେ ନିଜ ଦେଶରେ ମାଡ ମରାଯାଇ ଅପମାନିତ କରାଯାଇଥିଲା। ରାଜରାସ୍ତାରେ ଘୋଷାଡି ଘୋଷାଡି ନିଆଯାଇଥିଲା। ସମଗ୍ର ବିଶ୍ୱ ବିପକ୍ଷରେ ବିଜୟ ହାସଲ କରୁଥିବା ଏହି ଝିଅଟି ନିଜ ଦେଶର ବ୍ୟବସ୍ଥା ଆଗରେ ହାରି ଯାଇଛି। ଉଲ୍ଲେଖଯୋଗ୍ୟ ଯେ ଭାରତୀୟ ରେସ୍‌ଲିଂ ମହାସଂଘ(ଡବ୍ଲ୍ୟୁଏଫ୍‌ଆଇ)ର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ବିପକ୍ଷରେ ଯୌନଶୋଷଣ ଅଭିଯୋଗ ଆଣି ଭିନେଶ ଫୋଗଟ, ବଜରଙ୍ଗ ପୁନିଆ ଓ ସାକ୍ଷୀ ମଲିକ ଦୀର୍ଘଦିନ ଧରି ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri