Posted inଖେଳ

ରେସ୍‌ଲର ଭିନେଶ ଫୋଗତ୍‌ଙ୍କୁ କରୋନା

ନୂଆଦିଲ୍ଲୀ,୨୮ା୮ (ପି.ଟି.)-ଭାରତର ଟପ୍‌ ମହିଳା ରେସ୍‌ଲର ଭିନେଶ ଫୋଗତ କରୋନା ସଂକ୍ରମିତ ବୋଲି ସେ ଶୁକ୍ରବାର ପ୍ରକାଶ କରିଛନ୍ତି। ଏସିଆ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ ଚଳିତ ବର୍ଷ ଖେଳରନତ୍ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ସେ ତାଙ୍କ ଗ୍ରାମ ସୋନେପତରେ ନିଜ କୋଚ୍‌ ଓମ୍‌ ପ୍ରକାଶଙ୍କ ତତ୍ତ୍ୱାବଧାନରେ ଟ୍ରେନିଂ ନେଇ ଆସୁଥିଲେ। ପୁରସ୍କାର ପାଇଁ ଡ୍ରେସ୍‌ ରିହରସାଲ ପୂର୍ବରୁ ତାଙ୍କର କୋଭିଡ୍‌-୧୯ ପାଇଁ ଟେଷ୍ଟ ହୋଇଥିଲା। ସେ ନିଜ ଘରେ ଆଇସୋଲେଶନରେ ଅଛନ୍ତି। ଭଗବାନଙ୍କ କୃପା ହେଲେ ସେ ଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ଫୋଗତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ତ୍ରୀଙ୍କ ପାଇଁ ଭାରତ ଫେରିଲେ କୋହଲି

ଭାରତୀୟ କ୍ରିକେଟ ଦଳର ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଜାନୁଆରୀରେ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା...

କୋହଲି ସବୁଠୁ ଲୋକପ୍ରିୟ କ୍ରିକେଟର

ନୂଆଦିଲ୍ଲୀ, ୧୦।୮- କରୋନା ଭାଇରସ ସଂକ୍ରମଣ ଯୋଗୁ ଭାରତୀୟ କ୍ରିକେଟ ଦଳ ଖେଳିବା ତ ଦୂରର କଥା ଏପର୍ଯ୍ୟନ୍ତ ଅଭ୍ୟାସ ମଧ୍ୟ ଆରମ୍ଭ କରି ପାରିନାହିଁ।...

ବିଜୟ ଆଶା ନ ଥିଲା: ରୋହିତ

ମେଲବୋର୍ନ,୨୩।୧୦: ଏକ ରୋମାଞ୍ଚକର ମ୍ୟାଚରେ ଭାରତ ପାକିସ୍ତାନକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ମୋ...

ଶୁକ୍ରବାର ନାଗପୁରରେ ଟିମ୍‌ ଇଣ୍ଡିଆ-ଅଷ୍ଟ୍ରେଲିଆ ଭେଟ, ବିଦର୍ଭ ଷ୍ଟାଡିୟମରେ ୬ ବର୍ଷ ଧରି ପରାଜିତ ହୋଇନି ଭାରତୀୟ ଦଳ…

ନୂଆଦିଲ୍ଲୀ, ୨୨।୯ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ମ୍ୟାଚ ନାଗପୁରର ବିଦର୍ଭ...

ଟସ୍‌ ଜିତିଲା ଶ୍ରୀଲଙ୍କା, ବୋଲିଂ ନିଷ୍ପତ୍ତି…

ସାରଜା, ୩।୯ : ଟି-୨୦ ବିଶ୍ୱକପ୍‌ର ସୁପର ୪ ମ୍ୟାଚ୍‌ରେ ବି-୧ ଏବଂ ବି-୨ ମଧ୍ୟରେ ଶନିବାର ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳା ଯାଉଥିବା...

ସାଙ୍ଗଓ୍ବାନଙ୍କ ଉପରୁ ବାସନ୍ଦ ଉଠିଲା

ନୂଆଦିଲ୍ଲୀ, ୩ା୩ (ପି.ଟି.)-ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଅପିଲ ପ୍ୟାନେଲ ପୂର୍ବତନ ଏସିଆନ ରୌପ୍ୟ ପଦକ ବିଜୟୀ ବକ୍ସର ସୁମିତ ସାଙ୍ଗଓ୍ବାନ (୯୧କେଜି)ଙ୍କ ଉପରୁ...

ଦୁର୍ଘଟଣାରେ ଚାମ୍ପିୟନ ଇଥାନ ବୟେଜଙ୍କ ପରଲୋକ

ସାନ୍‌ ଫାନ୍‌ସିସ୍‌କୋ, ୯ା୪: ସାନ୍‌ ଫ୍ରାନ୍‌ସିସ୍କୋ ନ୍ୟାଶନାଲ ପାର୍କ ନିକଟରେ ଏକ କାର୍‌ ଧକ୍କାରେ ସାଇକ୍ଲିଷ୍ଟ ଇଥାନ ବୟେଜଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୪୪ବର୍ଷ ବୟସ...

କୋହଲିଙ୍କୁ ପଛରେ ପକାଇଲେ ଧୋନୀ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ...

Advertisement
Archives

Model This Week