Posted inଖେଳ

ରେସ୍‌ଲର ଭିନେଶ ଫୋଗତ୍‌ଙ୍କୁ କରୋନା

ନୂଆଦିଲ୍ଲୀ,୨୮ା୮ (ପି.ଟି.)-ଭାରତର ଟପ୍‌ ମହିଳା ରେସ୍‌ଲର ଭିନେଶ ଫୋଗତ କରୋନା ସଂକ୍ରମିତ ବୋଲି ସେ ଶୁକ୍ରବାର ପ୍ରକାଶ କରିଛନ୍ତି। ଏସିଆ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ ଚଳିତ ବର୍ଷ ଖେଳରନତ୍ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ସେ ତାଙ୍କ ଗ୍ରାମ ସୋନେପତରେ ନିଜ କୋଚ୍‌ ଓମ୍‌ ପ୍ରକାଶଙ୍କ ତତ୍ତ୍ୱାବଧାନରେ ଟ୍ରେନିଂ ନେଇ ଆସୁଥିଲେ। ପୁରସ୍କାର ପାଇଁ ଡ୍ରେସ୍‌ ରିହରସାଲ ପୂର୍ବରୁ ତାଙ୍କର କୋଭିଡ୍‌-୧୯ ପାଇଁ ଟେଷ୍ଟ ହୋଇଥିଲା। ସେ ନିଜ ଘରେ ଆଇସୋଲେଶନରେ ଅଛନ୍ତି। ଭଗବାନଙ୍କ କୃପା ହେଲେ ସେ ଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ଫୋଗତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫ ଉଇକେଟ ପଡ଼ିବା ସତ୍ତ୍ୱେ ଭାରତର ସ୍ଥିତି ଦୃଢ଼

କିଙ୍ଗ୍‌ଷ୍ଟନ (ଜାମାଇକା),୩୧।୮: ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଚଳିତ ବିଶ୍ୱ ଚାମ୍ପିୟନଶିପର ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା...

‘ଦାରୁ ବଦ୍‌ନାମ’ ଗୀତରେ ନାଚିଲେ ଚହଲଙ୍କ ଭାବି ସ୍ତ୍ରୀ ଧନଶ୍ରୀ

ନୂଆଦିଲ୍ଲୀ, ୧୭।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଲେଗ୍‌-ସ୍ପିନର ଯୁଜବେନ୍ଦ୍ର ଚହଲ ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ଲାଗି ବର୍ତ୍ତମାନ ସୋସିଆଲ ମିଡିଆରେ ଆଉ ବେଶି ସମୟ...

ଜୁଭେଣ୍ଟର ଫରୱାର୍ଡ ଡେବାଲା ସୁସ୍ଥ

ମିଲାନ, ୮ା୫ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜୁଭେଣ୍ଟର ଫରୱାର୍ଡ ପାଉଲୋ ଡେବାଲା ସୁସ୍ଥ ହୋଇଛନ୍ତି। ଡେବାଲାଙ୍କ ନମୁନା ପରୀକ୍ଷା ନେଗେଟିଭ୍‌ ଆସିଥିବା କ୍ଲବ ପକ୍ଷରୁ...

ମନ୍ଥର ବୋଲିଂ: ଭାରତ ଦଣ୍ଡିତ

ହାମିଲଟନ,୬।୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ମନ୍ଥର ବୋଲିଂ କାରଣରୁ ଭାରତୀୟ କ୍ରିକେଟରମାନେ ଅର୍ଥଦଣ୍ଡର ସମ୍ମୁଖୀନ ହୋଇଛନ୍ତି। ଖେଳାଳିମାନଙ୍କ ମ୍ୟାଚ୍‌ ପାଉଣାର ୮୦ ପ୍ରତିଶତ...

ମହିଳା ଟି୨୦ ବିଶ୍ୱକପ୍‌: ଭାରତ-ପାକିସ୍ତାନ ଓ୍ବାର୍ମଅପ୍‌ ମ୍ୟାଚ୍‌ ବାତିଲ

ବ୍ରିସବେନ,୧୬।୨- ମହିଳା ଟି୨୦ ବିଶ୍ୱକପ୍‌ ପୂର୍ବରୁ ଭାରତ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯିବାକୁ ଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଏହି...

ସିରିଜ୍‌ ଜିତିଲା ଇଂଲଣ୍ଡ

ନଟିଂହାମ,୧୮।୫- ଏଠାରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ୪ର୍ଥ ମ୍ୟାଚ୍‌ରେ ଇଂଲଣ୍ଡ ଦଳ ୩ ଉଇକେଟରେ ବିଜୟ ହାସଲ କରିଛି। ଏଥିସହ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ...

ଟେଷ୍ଟ ପଦାର୍ପଣ କରିବେ ରୟ

ଲଣ୍ଡନ, ୧୮।୭ (ଏଏଫ୍‌ପି)- ଇଂଲଣ୍ଡକୁ ବିଶ୍ୱକପ୍‌ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଷ୍ଟାର୍‌ ଖେଳାଳି ଜାସନ ରୟ ଟେଷ୍ଟ ପଦାର୍ପଣ କରିବାକୁ ଯାଉଛନ୍ତି।...

ଭାରତ ବିପକ୍ଷ ପ୍ରଥମ ଟେଷ୍ଟ: ମ୍ୟାଟ୍‌ ହେନ୍‌ରୀଙ୍କୁ ଡକରା

ଓ୍ବେଲିଂଟନ,୧୯।୨- ଆସନ୍ତା ୨୧ ତାରିଖରେ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟ ଲାଗି ନ୍ୟୁଜିଲାଣ୍ଡ ଦଳ ପେସର ମ୍ୟାଟ ହେନ୍‌ରୀଙ୍କୁ ଡକରା ଦେଇଛି।...

Ten Cric Info
Advertisement


Archives

Model This Week

Why Dharitri