Posted inଖେଳ

ସ୍ବର୍ଣ୍ଣ ସହ ମ୍ୟାଟ୍‌କୁ ଫେରିଲେ ଭିନେଶ

କିଭ୍‌(ୟୁକ୍ରେନ୍‌),୨୮ା୨: ଭାରତର ଷ୍ଟାର ରେସ୍‌ଲର ଭିନେଶ ଫୋଗତ୍‌ ଏଠାରେ ଚାଲିଥିବା ଆଉଟଷ୍ଟାଣ୍ଡିଂ ୟୁକ୍ରେନିଆନ ରେସଲର୍ସ ଆଣ୍ଡ୍‌ କୋଚେସ ମେମୋରିଆଲ ଟୁର୍ନାମେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। କରୋନାଭାଇରସ ଯୋଗୁ ଦୀର୍ଘ ଦିନ ପରେ ମ୍ୟାଟ୍‌କୁ ଫେରିଥିବା ଫୋଗତ୍‌ ରବିବାର ୫୩କେଜି ଶ୍ରେଣୀ ଫାଇନାଲରେ ୨୦୧୭ ବିଶ୍ୱ ଚାମ୍ପିୟନ ଭି. କାଲାଡଜିନ୍‌ସ୍କେଙ୍କୁ ୧୦-୮ରେ ହରାଇ ଦେଇଛନ୍ତି। ଫୋଗତ୍‌ ବର୍ତ୍ତମାନ ବିଶ୍ୱ ର଼୍ୟାଙ୍କିଙ୍ଗରେ ତୃତୀୟ ସ୍ଥାନରେ ରହିଛନ୍ତି। ତେବେ ବିଶ୍ୱର ୭ ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ବେଲାରୁଷିଆନଙ୍କୁ ପରାସ୍ତ କରିବା ତାଙ୍କ ପକ୍ଷେ ସହଜ ନ ଥିଲା। ଲଢେଇ ବେଳେ ଦୁହେଁ ଆକ୍ରମଣାତ୍ମକ ପ୍ରଦର୍ଶନ ସହ ପରସ୍ପରର ବଳ କଷିବାକୁ ଚେଷ୍ଟା କରିଥିଲେ। ସୂଚନାଯୋଗ୍ୟ, ଭିନେଶ ଏକମାତ୍ର ଭାରତୀୟ ମହିଳା ବକ୍ସର ଭାବେ ଟୋକିଓ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ତାଙ୍କର ପରବର୍ତ୍ତି ଟୁର୍ନାମେଣ୍ଟ ହେଉଛି ଇଟାଲିରେ ୟୁଡବ୍ଲ୍ୟୁଡବ୍ଲ୍ୟୁ ର଼୍ୟାଙ୍କିଙ୍ଗ ସିରିଜ ଇଭେଣ୍ଟ। ଏହା ମାର୍ଚ୍ଚ ୪ରୁ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ବଜରଙ୍ଗ ପୁନିଆ ଓ ରବି ଡାହିୟାଙ୍କ ଆକ୍ସନ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?