ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି

ମାଲକାନଗିରି,୨ା୧୦: ଆଇପିଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ମାଲକାନଗିରି ଏସ୍‌ପି ହୋଇଛନ୍ତି। ପୂର୍ବରୁ ବିନୋଦ କେସିଙ୍ଗାର ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ ।

ସେହିପରି ରାହୁଲ ଗୋଏଲ କଟକ ରେଲ୍‌ଓ୍ବେ ଏସ୍‌ପି ହୋଇଥିବାବେଳେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଓପିଏସ୍‌ ମିହିର ପଣ୍ଡାଙ୍କୁ ମଧ୍ୟ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ନିକଟରେ ନବରଙ୍ଗପୁର ଏସ୍‌ପି ଭାବେ ମିହିରଙ୍କୁ ନିଯୁକ୍ତି ମିଳିଛି।

ସୂଚନାଯୋଗ୍ୟ, କିଛିଦିନ ତଳେ ଓଡିଶା ପୋଲିସରେ ବଡ଼ଧରଣର ଅଦଳବଦଳ ହୋଇଥିଲା।  ବିଜ୍ଞପ୍ତି ଅନୁସାରେ, ୨୮ ଜଣ ଆଇପିଏସ୍‌ଙ୍କୁ ଅଦଳବଦଳ କରାଯାଇଥିଲା। ଯେଉଁଥିରେ କଟକ-ଭୁବନେଶ୍ୱର ପୋଲିସ କମିଶନର, କଟକ ଡିସିପି, ଭୁବନେଶ୍ୱର ଡିସିପି ପ୍ରମୁଖ ଥିଲେ। ପୂଜା ପୂର୍ବରୁ ଓଡିଶା ପୋଲିସରେ ବଡ଼ଧରଣର ଅଦଳବଦଳ ହୋଇଥିଲା। ଏହାସହିତ ନୂତନ ନିର୍ଦ୍ଦେଶାନାମା ପରେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?