ଶାଳୀକୁ ବଳାତ୍କାର କଲା ଭିଣୋଇ

ରାଉରକେଲା ଅଫିସ,୨୦ା୧: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ତାଙ୍କ ଭିଣୋଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ଶାଳୀ ଭିଣୋଇଙ୍କ ଘରକୁ ବୁଲି ଆସିଥିଲେ। ସନ୍ଧ୍ୟାରେ ଭିଣୋଇ ତାଙ୍କୁ ବୁଲେଇ ନେବା ବାହାନାରେ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରି ଫେରାର ହୋଇ ଯାଇଥିଲେ। ଏ ନେଇ ଯୁବତୀ ଜଣକ ୧୬ ତାରିଖରେ ଟାଙ୍ଗରପାଲି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ବଳାତ୍କାର ମାମଲା ରୁଜୁ କରି ସମ୍ପୃକ୍ତ ଭିଣୋଇଙ୍କୁ ଗିରଫ କରିଥିଲା। ଡାକ୍ତରୀ ମାଇନା ପରେ ଅଭିଯୁକ୍ତ ଭିଣୋଇଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର

ଭୁବନେଶ୍ୱର,୨୬।୮(ବ୍ୟୁରୋ): ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ଗୁରୁବାର ପରଲୋକ ହୋଇଯାଇଛି। ଦିଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।...

ଅଗଷ୍ଟ ୧ରେ ସମ୍ବଲପୁରୀ ଦିବସ, ସମ୍ବଲପୁରୀ ବସ୍ତ୍ର ପରିଧାନ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ବରଗଡ଼ ଅଫିସ,୨୮ା୭: ଆସନ୍ତା ଅଗଷ୍ଟ ୧ରେ ପାଳନ ହେବ ସମ୍ବଲପୁରୀ ଦିବସ। ଗୁରୁ ସ୍ବର୍ଗତଃ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମବାର୍ଷିକୀରେ ଏହା ପାଳନ କରାଯିବ। ତେବେ...

ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼, ଭିତରକାଠ ନିକଟରେ ମହିଳାଙ୍କୁ ମାଡ଼ ଅଭିଯୋଗ

ପୁରୀ ଅଫିସ,୨ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ...

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ...

ଆରମ୍ଭ ହେଲା ଇକୋ ପର୍ଯ୍ୟଟନ ପର୍ବ

ଭୁବନେଶ୍ୱର, (ବ୍ୟୁରୋ)/କୋଣାର୍କ (ଡି.ଏନ୍‌.ଏ.): କୋଭିଡ୍‌-୧୯ ଯୋଗୁ ରାଜ୍ୟରେ ପର୍ଯ୍ୟଟନ ଶିଳ୍ପ ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡ଼ିଥିଲା। ଗତ କିଛିମାସ ହେବ ପର୍ଯ୍ୟଟନ ଶିଳ୍ପ ଚଳଚଞ୍ଚଳ ହେବା ଆରମ୍ଭ...

ମାରାଥନ ପ୍ରଚାରରେ ବିଜେଡି ମେୟର ପ୍ରାର୍ଥୀନୀ: ବସ୍ତି ଭୋଟରଙ୍କ ଉପରେ ଫୋକସ୍‌

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ପାଇଁ ଏବେ ଲଢେଇ ଜୋର୍‌ଦାର ହେବା ଆରମ୍ଭ ହୋଇଯାଇଛି। ପ୍ରଥମ ଥର ମେୟର ନିର୍ବାଚନ ପାଇଁ ସିଧାସଳଖ...

କଂସର-ଜମନକିରା ପ୍ରଧାନମନ୍ତ୍ରୀ ରାସ୍ତା ନିର୍ମାଣରେ ଦୁର୍ନୀତି ପ୍ରସଙ୍ଗ:୫ ଜଣଙ୍କ ନାମରେ ମାମଲା

ସମ୍ବଲପୁର, ୫ା୧୧ (ବ୍ୟୁରୋ):ସମ୍ବଲପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା କଂସର-ଜମନକିରା ପ୍ରଧାନମନ୍ତ୍ରୀ ରାସ୍ତା କାମର ଦୁର୍ନୀତି ଘଟଣାର ବିଭାଗୀୟ ତଦନ୍ତ ଆରମ୍ଭ...

ବୁଧୁରାମଙ୍କୁ ମିଳିନି ଭିନ୍ନକ୍ଷମ ଭତ୍ତା

ଲୋଇସିଂହା, ୧୧।୧୨(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ସୁଦାମପାଲିର ବୁଧୁରାମ ଭୁଏ(୪୮)। ଜନ୍ମରୁ ସେ ଭିନ୍ନକ୍ଷମ। ଡାହାଣ ଗୋଡ଼ ପୋଲିଓ ଗ୍ରସ୍ତ। ବାପା...

Advertisement
Archives

Model This Week