ନାବାଳିକା ଶାଳିଙ୍କୁ ଗର୍ଭବତୀ କରି ଜେଲ ଗଲେ ଭିଣୋଇ

ଭଦ୍ରକ ଅଫିସ, ୮।୪: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ଏକ ଆଶ୍ରମ ସ୍କୁଲର ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ନେଇ ତିହିଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ. ୧୬୫/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ନାବାଳିକାଙ୍କୁ ଡାକ୍ତରୀମାଇନା ପରେ ଏକ ସ୍ବଳ୍ପ ରହଣୀ କେନ୍ଦ୍ରରେ ରଖାଯାଇଛି। ଘଟଣାରେ ସମ୍ପୃକ୍ତ ଥିବା କେନ୍ଦୁଝର ଅଞ୍ଚଳର ନାବାଳିକାଙ୍କ ଭିଣୋଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ଆବଶ୍ୟକ ବିମାନବନ୍ଦର

ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ।...

ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାରଠାରୁ ସାମ୍ସ ପୋର୍ଟାଲ...

ହୀରାକୁଦରେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୦ା୮(ବ୍ୟୁରୋ): ହୀରାକୁଦରେ ବନ୍ଦ ହେଲା ଆଉ ୬ ଗେଟ୍‌। ବର୍ତ୍ତମାନ ମାତ୍ର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ମଧ୍ୟାହ୍ନସୁଦ୍ଧା ଖୋଲାଥିବା ୧୦ ଗେଟ୍‌...

ଅସମତିଙ୍କ କଅଁଳ କାନ୍ଧରେ ୪ ଭଉଣୀଭାଇଙ୍କ ଦାୟିତ୍ୱ

କୁନ୍ଦୁରା,୨୩ା୫(ଡି.ଏନ.ଏ.)-କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲିମା ପଞ୍ଚାୟତ ଅନ୍ତର୍ଗତ ବାନ୍ଧିଆଗୁଡ଼ା ଗ୍ରାମରେ ବୈଶାଗୁ ମରିଚଫୁଲିଆଙ୍କ ପରିବାର ବସବାସ କରନ୍ତି। ସୁରୁଖୁରୁରେ ପରିବାର ଚଳୁଥିବା ବେଳେ ପ୍ରଥମେ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ଆଜି ଭୁବନେଶ୍ୱରରୁ ମାତ୍ର ୨ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଲୋକାଲ କେସ୍‌ ଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍‌ରୁ...

ବିଶ୍ୱ ବନ୍ଧୁତ୍ୱ ଦିବସ: ଗଣତନ୍ତ୍ରର ଚାରି ସ୍ତମ୍ଭକୁ ସମ୍ମାନ

ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲା ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱ ବନ୍ଧତ୍ୱ ଦିବସ ଓ ଦାଦି ପ୍ରକାଶମଣି ସ୍ମୃତି ଦିବସ ରବିବାର...

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୨ରେ ପହଞ୍ଚିଲା

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ବୋଲି ଜଣାପଡ଼ିଛିି। ତେବେ ତାଙ୍କୁ ମିଶାଇ ରାଜ୍ୟରେ ୬୨ଜଣ ସୁସ୍ଥ...

Advertisement
Archives

Model This Week