ନିର୍ବାଚନ ପରେ ହିଂସା

ବାଲେଶ୍ୱର ଅଫିସ,୧୯।୨ ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ପାଉଂଶକୁଲି ବଜାରରେ ନିର୍ବାଚନ ପରେ ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି । ଗତକାଲି ବସ୍ତା ବ୍ଲକରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହୋଇଥିବା ବେଳେ ଆଜି କୌଣସି କାରଣ ବଶତଃ ଦୁଇ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକମାନଙ୍କମଧ୍ୟରେ ଗଣ୍ଡଗୋଳ ହୋଇଥିଲା । କିଛି ସମୟ ପରେ ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିଲା । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ସିଂଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଥିବାର ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri