ପିପିଲି ଉପନିର୍ବାଚନ ପୂର୍ବରୁ ହିଂସା

ପୁରୀ,୧୧।୪: ପୁରି ଜିଲା ଡେଲାଙ୍ଗ ଜେନାପୁର ପଞ୍ଚାୟତ ଅଞ୍ଚଳରେ ରବିବାର ପିପିଲି ଉପନିର୍ବାଚନ ହିଂସା ଦେଖା ଦେଇଛି। କିଛି ବିଜେଡି କର୍ମୀ ଗୋଡ଼ାଇ ଗୋଡାଇ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଭାଜପା କର୍ମୀ ଗୁରୁତର ଥିବା ଜଣାପଡିଛି। ଘଟଣାସ୍ଥଳରୁ ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଇଛି ପୋଲିସ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ଦାବି କରି ଭାଜପା ଆନ୍ଦୋଳନକୁ ଓହ୍ଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମରାମତି ଅଭାବ: ମୁଖିଆ ରାସ୍‌ତାରେ ଦଉଡୁଛେ କେନାଲ ପାଏନ୍‌

ବିନିକା,୧୮ା୩ (ଡି.ଏନ୍‌.ଏ.)- ଚାଷ୍‌ ଆର ଚାଷୀର ବିକାଶ ଲାଗି କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଜଲ୍‌ସେଚନର ବେବସ୍‌ତା କରୁଛନ୍‌। ଚାଷୀର ଖେତ୍‌କେ ପାଏନ୍‌ ପୁହୁଁଚାବାର...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୫୬୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ବାରିପଦା ଫାଶୀଦଣ୍ଡ ମାମଲା: ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୭ା୧: ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଦଣ୍ଡ ପାଇଥିବା ଆସାମୀ ଯାମିନକାନ୍ତ ମହନ୍ତଙ୍କ ଆବେଦନ ଉପରେ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ ଜାରି ରହିଛି।...

ତେଲୁଗୁ ଅଞ୍ଚଳରେ ବଢ଼ିବ ଓଡ଼ିଆର ଆଗ୍ରହ

ବ୍ରହ୍ମପୁର ଅଫିସ,୧୨ା୮-ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ଥିବା ଓଡ଼ିଆ ମାଧ୍ୟମ ବିଦ୍ୟାଳୟଗୁଡ଼ିକର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଉତ୍କଳ ସମ୍ମିଳନୀ ପକ୍ଷରୁ ଏକ ତାଲିମ କାର୍ଯ୍ୟକ୍ରମ ଗଞ୍ଜାମ କଳା...

ବିକ୍ରି ହେବ ବିଆର୍‌ଜି କମ୍ପାନୀ

ଢେଙ୍କାନାଳ ଅଫିସ, ୨୯।୭:  ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟି-ମେରାମଣ୍ଡଳୀରେ ପ୍ରତିଷ୍ଠିତ ବିଆର୍‌ଜି ଆଇରନ୍‌ ଷ୍ଟିଲ କମ୍ପାନୀ ବିକ୍ରି ହେବ। ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ...

ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ସିଡିଭିଓ: କାର୍‌ରୁ ଜବତ ହେଲା ୩ ଲକ୍ଷ ୯୧ ହଜାର ଟଙ୍କା

ବାରିପଦା ଅଫିସ/ବେତନଟୀ,୧୨।୬: ( ଡିଏନଏ)- ମୟୂରଭଞ୍ଜ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ( ସିଡିଭିଓ) ଡା. ଅଭୟ କୁମାର ତ୍ରିପାଠୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା...

ବରଗଡ଼ରେ କ୍ୟାନସର ହସ୍ପିଟାଲ ସ୍ଥାପନ ନେଇ ଦାବି: ଅନଶନକୁ ଓହ୍ଲାଇଲା କୋଶଳ ସେନା

ବରଗ ଅଫିସ,୧୭।୧୧: ବରଗଡ଼ ଜିଲାରେ କ୍ୟାନ୍‌ସର ହସ୍ପିଟାଲ ଦାବି ନେଇ ପୁଣି ଆନ୍ଦୋଳନ ତେଜି ଉଠିଛି। ମଙ୍ଗଳବାର କୋଶଳ ସେନା ବିକ୍ଷୋଭ ଶୋଭାଯାତ୍ରା ସହିତ ଅନଶନକୁ...

୧୪ରୁ ଖୋଲିବ ମାଛଧରା ବନ୍ଦର, ସଜେଇ ହେଲେଣି ମତ୍ସ୍ୟଜୀବୀ

ପାରାଦୀପ,୧୨ା୬(ସ୍ବ.ପ୍ର.): ରାଜ୍ୟ ତଥା ଦେଶର ଅର୍ଥନୀତିକୁ ସୁଦୃଢ କରୁଥିବା ପାରାଦୀପର ଅନ୍ୟତମ ବୃହତ ମତ୍ସ୍ୟଶିଳ୍ପ ଦୀର୍ଘ ୨ ମାସ ଧରି ବନ୍ଦ ରହିବା ପରେ ମଙ୍ଗଳବାରଠାରୁ...

Advertisement
Archives

Model This Week