ହାଇତି ଗ୍ୟାଙ୍ଗ ମଧ୍ୟରେ ହିଂସା: ୨୦ରୁ ଊର୍ଦ୍ଧ୍ୱ ମୃତ

ପୋର୍ଟ-ଆଉ-ପ୍ରିନ୍ସ,୨୮ ।୪: ହାଇତି ନାଗରିକଙ୍କ ସୁରକ୍ଷା ଏଜେନ୍ସି ପକ୍ଷରୁ ବୁଧବାର ମିଳିଥିବା ସୂଚନା ଅନୁସାରେ ନିକଟରେ କିଛିଦିନ ହେବ ହାଇତି ଗ୍ୟାଙ୍ଗଙ୍କ ମଧ୍ୟରେ ଲଢେଇ ଫଳରେ ଅତିକମରେ ୨୦ ଲୋକଙ୍କ ଜୀବନ ଗଲାଣି । ଏହାସହ ପାଖାପାଖି ୨ ଡଜନ ଲୋକ ଆହତ ହେଲେଣି । ଏହାସହ ହଜାର ହଜାର ଲୋକ ଘର ଛାଡି ଅନ୍ୟତ୍ର ଚାଲି ଗଲେଣି । ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦରର ଉତ୍ତରରେ ରାଜଧାନୀ ପୋର୍ଟ-ଆଉ-ପ୍ରିନ୍ସର ଚାରି ପଡୋଶୀ ଅଞ୍ଚଳରେ ରବିବାର ହିଂସା ଆରମ୍ଭ ହୋଇଥିଲା ।ଏହି ସମୟରେ ଅତିକମରେ ଏକ ଡଜନରୁ ଅଧିକ ଘରକୁ ଜାଳି ଦିଆଯାଇଥିଲା ।ହଜାର ହଜାର ଲୋକ ସେମାନଙ୍କ ସମ୍ପ୍ରଦାୟକୁ ଛାଡି ଚାଲିଯାଇଥିଲେ । ଯେଉଁମାନେ ଅସ୍ଥାୟୀ ଭାବେ ରହି ଆସୁଥିଲେ ସେମାନେ ବି ଘର ଛାଡି ଚାଲିଯିବାକୁ ବାଧ୍ୟ ହୋଇଥିଲେ । ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ

ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା,…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା…

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri