Posted inଜାତୀୟ

ହାର୍ଦ୍ଦିକ ପଟେଲଙ୍କ ସଭାସ୍ଥଳରେ ହେଲା ଚୌକି ବର୍ଷା

ଅହମ୍ମଦାବାଦ,୨୧।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲଙ୍କୁ ମାଡ ମାରିବା ଘଟଣାକୁ ୨ଦିନ ନ ପୁରୁଣୁ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଅହମ୍ମଦାବାଦରେ ହାର୍ଦ୍ଦିକ ଶନିବାର ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ କର୍ମୀଙ୍କ ମଧ୍ୟରେ ହୋଇଛି ମାରପିଟ। ଏଥିରେ ଅଧିକାଂଶ ଲୋକେ ଆହତ ହୋଇଥିବା ସୂଚନା ମିଳିଛି। ଏଠାରେ କେତେକ କର୍ମୀ ହାତରେ କଂଗ୍ରେସର ପତାକା ଧରିଥିବା ବେଳେ ଆଉ କେତେଜଣ ସେଠାରେ ଥିବା ଚୌକି ଧରିଥିଲେ। ହେଲେ ଘଟଣା କ’ଣ ହୋଇଛି ବୁଝିବା ପୂର୍ବରୁ ଏମାନେ ପରସ୍ପର ଭିତରେ ମାରପିଟ ଆରମ୍ଭ କରି ଦେଇଥିଲେ। ପରେ କଂଗ୍ରେସ କହିଛି ଏହା ଭାଜପାର କାର୍ଯ୍ୟ। କଂଗ୍ରେସ ସଭାରେ ଆଶନ୍ତି ସୃଷ୍ଟି କରିବାକୁ ଭାଜପା ଏଭଳି ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ସୁପାରି ଦେଇ ହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର(ରାଜସ୍ଥାନ), ୧୭।୭:ପିଲାମାନଙ୍କ ଏକ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ପାଇଁ ମା’ବାପାମାନେ ଜୀବନରେ ବହୁ ତ୍ୟାଗ କରିଥାନ୍ତି। ନିଜେ କଷ୍ଟ ସହୁଥିଲେ ସୁଦ୍ଧା ପିଲାମାନଙ୍କୁ ଏହାର ଅନୁଭବ ହେବାକୁ…

ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ, ୯ମ ଶ୍ରେଣୀରୁ ୩ ଭାଷା ନୀତି ପିଲାଙ୍କ ମାନସିକ ଚାପ ବଢ଼ାଇବ

ନୂଆଦିଲ୍ଲୀ,୧୭।୭ (ପି.ଟି.): ତାମିଲନାଡୁର ପ୍ରତି ଜିଲାରେ ‘ଜବାହର ନବୋଦୟ ବିଦ୍ୟାଳୟ’ (ଜେଏନ୍‌ଭି) ପ୍ରତିଷ୍ଠା କରିବା ପାଇଁ ମାଡ୍ରାସ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ବିରୋଧରେ ରାଜ୍ୟ ସରକାର କରିଥିବା…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ, କହିଲେ ପୁଣି ସେମିତି କରିବାକୁ ଯାଉଛନ୍ତି ସରକାର…

ନୂଆଦିଲ୍ଲୀ,୧୬।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ସମୟରେ, କେନ୍ଦ୍ରର ମୋଦି ସରକାର ପୁଣି ଥରେ ସୀମା ନିର୍ଦ୍ଧାରଣ ବିଲ…

ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍‌ ଦେଖୁଥିଲେ ସ୍ତ୍ରୀ

ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri