Posted inଜାତୀୟ

ରାମ ନବମୀ ହିଂସା ବିରୋଧରେ ଆକ୍ସନ ମୁଡରେ ମମତା ସରକାର: ସିଆଇଡିକୁ ଯାଞ୍ଚ ହସ୍ତାନ୍ତର

କୋଲକାତା,୧।୪: ପଶ୍ଚିମବଙ୍ଗର ହାୱଡାରେ ହୋଇଥିବା ହିଂସା ପରେ ଏବେ ରାଜନୀତି ସରଗରମ ରହିିଛି। ଇତିମଧ୍ୟରେ ଶନିବାର ଏକ ବଡ ଖବର ସାମ୍ନାକୁ ଆସିଛି। ପଶ୍ଚିମବଙ୍ଗର ହାୱଡାରେ ରାମ ନବମୀ ଦିନ ହୋଇଥିବା ହିଂସା ଘଟଣାର ଯାଞ୍ଚ କରିବ ସିଆଇଡି। ରାଜ୍ୟ ସରକାର ସିଆଇଡି ତଦନ୍ତ ପାଇଁ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଅଞ୍ଚଳରେ ପୋଲିସର ପାଟ୍ରୋଲିଂକୁ ମଧ୍ୟ ବୃଦ୍ଧି କରାଯାଇଛି। ଏହି ଘଟଣାର ଯାଞ୍ଚରେ ସିଆଇଡିର ସ୍ପେଶାଲ ଅପରେଶନ୍‌ ଗ୍ରୁପ ସହିତ ଅନେକ ବ୍ରାଞ୍ଚ ସାମିଲ ହେବେ। ଏଥିରେ ଡିଆଇଜି ର଼୍ୟାଙ୍କର ଅଧିକାରୀ ରହିବେବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ହିଂସାକୁ ନେଇ ରାଜ୍ୟର ମୁଖ୍ୟ ବିରୋଧୀ ଦଳ ଭାଜପା ମମତା ସରକାରକୁ ଟାର୍ଗେଟ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଅନେକ ଗୁରୁତର ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri