Posted inଜାତୀୟ

ଲକ୍ଷ୍ମୀପୁର ହିଂସା, ୪୫ ଲକ୍ଷ କ୍ଷତି ପୂରଣରେ ପ୍ରଶାସନ-କୃଷକଙ୍କ ମଧ୍ୟରେ ସହମତି…

ଲକ୍ଷ୍ନୌ,୪।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ହିଂସା ଘଟଣାରେ ପ୍ରଶାସନ ଏବଂ କୃଷକଙ୍କ ମଧ୍ୟରେ ସହମତି ହୋଇଛି। ୪ ମୃତକଙ୍କ ପରିବାରଙ୍କୁ ୪୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ପ୍ରଦାନ କରାଯାଇଛି। ସେହିପରି ଆହତଙ୍କୁ ୧୦ ଲକ୍ଷ ଟଙ୍କକା ପ୍ରଦାନ କରାଯିବ। ଏହା ସହିତ ପରିବାରର ଜଣଙ୍କୁ ସରକାରୀ ନିଯୁକ୍ତି ପ୍ରଦାନ କରାଯିବ।

ସେହିପରି ମାମଲାର ନ୍ୟାୟିକ ତଦନ୍ତ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ମାମଲାରେ ତଦନ୍ତ ଅବସରପ୍ରାପ୍ତ ଜଣେ ହାଇକୋର୍ଟ ବିଚାରପତିଙ୍କ ତତ୍ୱାବଧାନରେ କରାଯିବା ସର୍ତ୍ତରେ ବୁଝାମଣା ହୋଇଥିବା ନେଇ ଏଡିଜି ପ୍ରଶାନ୍ତ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri