ହିଂସାକାରୀଙ୍କୁ କାଠଗଡ଼ାକୁ ଅଣାଯିବ: ସୁଶୀଳା

କାଠମାଣ୍ଡୁ, ୧୫ା୯: ନେପାଳର ନବନିଯୁକ୍ତ ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କି ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସୁଶୀଳା କହିଛନ୍ତି, ସେ ୬ ମାସରୁ କମ୍‌ ସମୟ ପାଇଁ ଅନ୍ତରୀଣ ସରକାରଙ୍କ ଦାୟିତ୍ୱରେ ରହିବେ। ମାର୍ଚ୍ଚରେ ସଂସଦୀୟ ନିର୍ବାଚନ ପରେ ସେ ଏବଂ ତାଙ୍କ ଟିମ୍‌ ଶାସନତନ୍ତ୍ରକୁ ନୂତନ ସରକାରଙ୍କୁ ହସ୍ତାନ୍ତର କରିବେ। ଗତ ୮-୯ ତାରିଖରେ ଜେନ୍‌-ଜି ପକ୍ଷରୁ କରାଯାଇଥିବା ବିକ୍ଷୋଭ ପ୍ରଦର୍ଶନର ତଦନ୍ତ ହେବ ଏବଂ ହିଂସା ଓ ଭଙ୍ଗାରୁଜାରେ ସାମିଲ ଲୋକଙ୍କୁ ଆଇନର କାଠଗଡ଼ାକୁ ଅଣାଯିବ। ହିଂସାରେ ପ୍ରାଣ ହରାଇଥିବା ଲୋକଙ୍କୁ ଶହୀଦର ମାନ୍ୟତା ଦିଆଯିବା ସହ ସେମାନଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ। ସେହିପରି ଆହତଙ୍କ ଖର୍ଚ୍ଚ ମଧ୍ୟ ଅନ୍ତରୀଣ ସରକାର ବହନ କରିବେ। ଅନ୍ୟପକ୍ଷେ ଜେନ୍‌-ଜି ପକ୍ଷରୁ ହୋଇଥିବା ଆନ୍ଦୋଳନ ପ୍ରଭାବରେ ଦେଶରେ ଏକ ଦୁର୍ନୀତିମୁକ୍ତ ରାଜନୈତିକ ବ୍ୟବସ୍ଥା ନିର୍ମାଣ ହେବ ବୋଲି ନେପାଳ ଜେନ୍‌-ଜିର କୋର୍‌ କମିଟି ସଦସ୍ୟ ତାନ୍‌କା ଧାମି ଏବଂ ଅର୍ଜୁନ ଶାହି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri